ବିପଦରେ କଲେଜ ମୁଖ୍ୟ ଫାଟକ

ନିରାକାରପୁର,୧୮ା୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ୧୯୫୯ରୁ ସ୍ଥାପିତ ହୋଇଥିବା କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ମୁଖ୍ୟ ଫାଟକଟି ଏବେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଛି। ଦୀର୍ଘଦିନ ହେଲା ରକ୍ଷଣାବେକ୍ଷଣ ଅଭାବରୁ ଏହା ଏବେ ରୁଗ୍‌ଣ ଅବସ୍ଥାରେ ପଡ଼ିରହିଛି। ଏପରିକି ରଙ୍ଗ ଟିକିଏ ମରାଯାଉ ନ ଥିବା ଦେଖିବାକୁ ମିଳିଛି।

ଉକ୍ତ କଲେଜରେ ଯୁକ୍ତ ଦୁଇ ପ୍ରଥମ ବର୍ଷରେ ୮୦୦,ଦ୍ୱୀତୀୟ ବର୍ଷ ୮୦୦ ଏବଂ ଯୁକ୍ତ ୩ ୧୭୪୪ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ସେଥିରେ ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଅଧ୍ୟାପିକା ଅଧ୍ୟାପକ ଓ ଅନ୍ୟାନ୍ୟ କର୍ମଚାରୀ କାର୍ଯ୍ୟରତ ଅଛନ୍ତି। ଏମାନଙ୍କ ସମେତ ପିଲାଙ୍କ ଅଭିଭାବକ ଦୈନିକ କଲେଜକୁ ବିଭିନ୍ନ କାର୍ଯ୍ୟ ନେଇ ଉକ୍ତ ଫାଟକ ତଳେ ଯାତାୟାତ କରିଥାନ୍ତି। ଏହାକୁ ମରାମତି କରାଯାଉ ନ ଥିବା ବେଳେ ନୂଆ ଫାଟକ ଗଢ଼ାଚାଲିଛି। ଏନେଇ ଉକ୍ତ କଲେଜର ଅଧ୍ୟକ୍ଷା ପ୍ରତିଭାମୟୀ ମିତ୍ରଙ୍କୁ ପଚାରିବାରୁ ମୁଁ ଦେଖୁଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଶାରଦୀୟ ଷୋଳପୂଜାର ତୃତୀୟ ଦିନ: ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୫।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ପାର୍ବଣର ଷୋଳପୂଜା ଆରମ୍ଭ ହୋଇଯାଇଛି। ସୋମବାର ପୂଜାର…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?