ଚାମ୍ବରରେ ପଶି କଲେଜ ଅଧ୍ୟକ୍ଷଙ୍କୁ ଆକ୍ରମଣ

ଭଦ୍ରକ,୨୮।୭: ବରପଦା ଇଞ୍ଜିନିଅରିଂ କଲେଜରେ ସୋମବାର ଏକ ଅଘଟଣ ସାମ୍ନାକୁ ଆସିଛି। ବରପଦା ଇଞ୍ଜିନିଅରିଂ କଲେଜରେ ଡିପ୍ଲୋମା ଅଧ୍ୟକ୍ଷ ଗଙ୍ଗାଧର ଧଳ ନିଜ ଚାମ୍ବରରେ କାର୍ଯ୍ୟ କରୁଥିବା ବେଳେ ଏହି ଆକ୍ରମଣ ହୋଇଛି।

ଜଣେ ନିଲମ୍ବିତ କର୍ମଚାରୀ ଏବଂ ତାଙ୍କ ସହଯୋଗୀ ସଙ୍ଗବଦ୍ଧ ଭାବେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତମାନେ ଅଧ୍ୟକ୍ଷ ଗଙ୍ଗାଧରଙ୍କୁ ବିଧା, ଗୋଇଠା ମାରିବା ସହ ଅସଭ୍ୟ ଭାଷାରେ ଗାଳି ଗୁଲଜ କରିଥିବା ସୂଚନା ମିଳିଛି।

ଅନ୍ୟପକ୍ଷେ ଅଧ୍ୟକ୍ଷ ଗଙ୍ଗାଧର ଗୁରୁତର ଅବସ୍ଥାରେ ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଖବର ପାଇ ଗ୍ରାମାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଅଧକ୍ଷଙ୍କୁ ପଚରାଉଚରା କରିଛି। ଘଟଣାକୁ ନେଇ ଅପରପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri