୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍

ନୟାଗଡ଼,୨୬।୧୧: ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ କଲେଜର ଜଣେ କର୍ମଚାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ତାଙ୍କୁ ମାଡି ବସିଛି।

ଭୂୟାଁ ସହକର୍ମୀଙ୍କର ବକେୟା ଥିବା ୫ ଲକ୍ଷ ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଉଥିଲେ। ତେବେ ସହକର୍ମୀ ଜଣକ ଏହି ସମ୍ପର୍କରେ ଭୁବନେଶ୍ୱର ଭିଜିଲାନ୍ସକୁ ଜଣାଇବା ପରେ ଆରମ୍ଭ ହୋଇଥିଲା ପ୍ରକ୍ରିୟା ଏବଂ ଲାଞ୍ଚ ନେବା ସମୟରେ ସେ ଧରା ପଡ଼ିଥିଲେ। ଏହାପରେ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ପ୍ରିନ୍ସିପାଲଙ୍କ ୨ଟି ସ୍ଥାନରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଚଢ଼ାଉ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri