ଭିଜିଲାନ୍ସ ହାତରେ ଧରାପଡିଲେ କଲେଜ ଅଧ୍ୟକ୍ଷ

ବ୍ରହ୍ମପୁର ଅଫିସ,୮ା୧୦-ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ଯୁକ୍ତ ୨ ବିଜ୍ଞାନ ଉଚ୍ଚ ବିଦ୍ୟାଳୟର ଜଣେ ପଦାର୍ଥ ବିଜ୍ଞାନ ଡେମନଷ୍ଟ୍ରେଟର ବସନ୍ତ କୁମାର ଜେନାଙ୍କ ଜିପିଏଫ ଓ ଏମ୍‌ଏସିପିି ବିଲ୍‌ ପାସ୍‌ କରିବା ପାଇଁ ଉକ୍ତ କଲେଜ ଅଧ୍ୟକ୍ଷ ଦାୟିତ୍ୱରେ ଥିବା ଏମ୍‌. ଟୁନା ପାତ୍ର ଲାଞ୍ଚ ନେଉଥିବା ବେଳେ ଗୁରୁବାର ବ୍ରହ୍ମପୁର ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଗିରଫ ହୋଇଛନ୍ତି। ଅଧ୍ୟକ୍ଷ ପାତ୍ରଙ୍କଠାରୁ ଲାଞ୍ଚ ଟଙ୍କା ସହ କଲେଜରୁ ସେ ସମ୍ପର୍କିତ ସମସ୍ତ କାଗଜପତ୍ର ଜବତ ହୋଇଛି। ତାଙ୍କ ପୈତୃକ ବାସଭବନ ପାଟପୁର ଥାନା କୁରୁଡ଼ା ଗ୍ରାମ ସମେତ କୁକୁଡ଼ାଖଣ୍ଡି ସୂର୍ଯ୍ୟନଗରରେ ରହୁଥିବା ଭଡ଼ା ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ମାମଲା ନଂ ୧୫/୨୦ରେ ପାତ୍ରଙ୍କୁ ଗିରଫ ପରେ କୋର୍ଟଚାଲାଣ କରାଯାଇଛି ବୋଲି ଭିଜିଲାନ୍ସ ଏସ୍‌ପି ଅନିଲ କୁମାର ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri