ଦୁର୍ଘଟଣାରେ କଲେଜ କର୍ମଚାରୀ ଆହତ

ଗଞ୍ଜାମ,୩୧ା୧୨(ଡି.ଏନ୍‌.ଏ.): ଶନିବାର ସନ୍ଧ୍ୟାରେ ଗଞ୍ଜାମ କଲେଜ କର୍ମଚାରୀ ତଥା ପୂର୍ବତନ ସାଧାରଣ ସମ୍ପାଦକ ଅଜୟ କୁମାର ବାରିକ ଦୁର୍ଘଟଣାରେ ଆହତ ହୋଇଥିବା ଜଣାପଡ଼ିଛି। ସେ କୌଣସି କାମରେ ନିଜ ବାଇକ୍‌ରେ ମାର୍କେଟ ଯାଉଥିବା ବେଳେ ହଠାତ୍‌ ଏକ ମଇଁଷି ବାଇକ୍‌ ଆଗକୁ ଚାଲି ଆସିଥିଲା। ଫଳରେ ମଇଁଷିକୁ ଧକ୍କା ଦେଇ ରାସ୍ତା ପାର୍ଶ୍ୱକୁ ଛିଟିକି ପଡ଼ିଥିଲେ। ତାଙ୍କର ଗୋଡ଼ ହାତରେ ଗଭୀର ଆଘାତ ଲାଗିଥିବା ବେଳେ ବାଇକ୍‌ଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି।

ପ୍ରକାଶ ଯେ, ବିଞ୍ଚଣାପଲିଠାରୁ ମାର୍କେଟକୁ ସଂଯୋଗ ସର୍ଭିସ ରୋଡ୍‌ ସବୁବେଳେ ଅନ୍ଧାର ଯୋଗୁ ଏହି ଭଳି ଛୋଟ ବଡ଼ ଦୁର୍ଘଟଣା ଘଟୁଛି। ଏଣୁ ଏନ୍‌ଏସି ପ୍ରଶାସନ ଯୁଦ୍ଧକାଳୀନ ଭିତ୍ତିରେ ଆଲୋକ ବ୍ୟବସ୍ଥା କରିବାକୁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଘବଦ୍ଧ ଆକ୍ରମଣ: ମହିଳାଙ୍କ ସମେତ ୪ ଆହତ

ଛତ୍ରପୁର,୨୪ା୪: ଗଞ୍ଜାମ ଥାନା ଅନ୍ତର୍ଗତ ଛତ୍ରପୁର ବ୍ଲକ ଅଧୀନ ଅଗସ୍ତିନୂଆଗାଁରେ ଶନିବାର ରାତି ପ୍ରାୟ ସାଢେ ୮ଟାରେ ସଂଘବଦ୍ଧ ଆକ୍ରମଣରେ ମହିଳାଙ୍କ ସମେତ ୪ ଜଣ...

ରାଶନକାର୍ଡରେ ହିତାଧିକାରୀଙ୍କୁ ୯ଶହ ଟଙ୍କା ଦେବା ଘଟଣା: ଗାଁ କୋଠ ଟଙ୍କାରୁ ୫୦ ହଜାର ଉଠାଇ ବାଦ୍‌ ପଡିଥିବା ୫୨ ପରିବାରକୁ ପ୍ରଦାନ

ପାତ୍ରପୁର,୧୮ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ବରଙ୍ଗ ଗ୍ରାମରେ ରାଶନ କାର୍ଡ଼ଧାରୀଙ୍କୁ ଦାଇତ୍ୱରେ ଥିବା କିଛି କର୍ମଚାରୀ କାର୍ଡ଼ ପିଛା ୧୦୦୦ ଟଙ୍କା ବଦଳରେ ୯୦୦ ଟଙ୍କା ଦେଇଥିବା...

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଅଭିଯୁକ୍ତ ଗିରଫ

ଆସିକା,୨ା୯(ଡି.ଏନ୍‌.ଏ.): ବାଡୁଳା ଗ୍ରାମର ଜଣେ ଯୁବକ ଭଞ୍ଜନଗରର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଥିବା ଗାଙ୍ଗପୁର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଶନିବାର...

ଗୁରୁଦିବସରେ ଅଧ୍ୟାପକଙ୍କ କଳାବ୍ୟାଜ୍‌ ପରିଧାନ

ଭଞ୍ଜନଗର,୬।୯(ଡି.ଏନ୍‌.ଏ.)- ବେସରକାରୀ ଅନୁଦାନ ପ୍ରାପ୍ତ ଏବଂ ଅଣ ଅନୁଦାନପ୍ରାପ୍ତ କଲେଜରେ ୧ ଜୁନ୍‌ ୨୦୦୮ ଠାରୁ ୩୦ ନଭେମ୍ବର ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଅଧ୍ୟାପକ...

ବର୍ଷା, ପବନରେ ଦାରିଙ୍ଗବାଡ଼ି ବେହାଲ : ତହସିଲଦାର, ବିଡିଓଙ୍କ ଘଟଣାସ୍ଥଳ ପରିଦର୍ଶନ

ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ହୋଇଥିବା ବର୍ଷା, ପବନ ଏବଂ କୁଆପଥର ବୃଷ୍ଟିରେ ଅଞ୍ଚଳ ବେହାଲ ହୋଇପଡ଼ିଛି । ଏଥିରେ...

ଜଙ୍ଗଲରେ ଚଢାଉ, ୮୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୨୨ା୪(ଡି.ଏନ.ଏ.)- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଘଞ୍ଚ ଜଙ୍ଗଲରେ ମଙ୍ଗଳବାର ଅବକାରୀ ଓ ପୋଲିସ ଟିମ୍‌ ମିଳିତ ଭାବେ ଚଢାଉ କରି ୮୦ ଲିଟର ରନ୍ଧା ଦେଶୀମଦ...

ହାତୀ,ବାର୍‌ହା ଉପଦ୍ରବ: ଫସଲ ନଷ୍ଟ

ଭଞ୍ଜନଗର,୧୩।୧୧(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ବାର୍‌ହା ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଜଙ୍ଗଲ ନିକଟବର୍ତ୍ତୀ ଚାଷ ଜମିରେ ପଶି ବ୍ୟାପକ ଧାନ ଫସଲ ସହ...

ନିଖୋଜ ଯୁବକଙ୍କ କଙ୍କାଳ ଉଦ୍ଧାର

ଆସିକା,୫ା୧୨(ଡି.ଏନ୍‌.ଏ.)-ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମର ହାଇସ୍କୁଲ ପଛପାର୍ଶ୍ୱ ଧାନ ବିଲରୁ ବୁଧବାର ଅପରାହ୍ନରେ ପୋଲିସ ଏକ କଙ୍କାଳ ଉଦ୍ଧାର କରିଛି। ସେହି ସ୍ଥାନରେ ପଡିଥିବା...

Advertisement
Archives

Model This Week