ଯୁକ୍ତ ୩ କଲେଜ ଛାତ୍ରୀଙ୍କୁ ଆକ୍ରମଣ: ବନ୍ଧା ହେଲେ ୨ ଯୁବକ

ଛତ୍ରପୁର,୧୬ା୧୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ମହିଳା ମହାବିଦ୍ୟାଳୟ ପାଖରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରୀଙ୍କୁ ୨ଜଣ ଯୁବକ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରି ମାଡ଼ ମାରୁଥିଲେ। ଯୁବକ ଜଣକ ଦେଖି ଦୁଇଜଣଙ୍କୁ ଅଟକ ରଖି ପୋଲିସକୁ ହସ୍ତାନ୍ତର କରିଥିଲେ।

ଛାତ୍ରୀ ଜଣଙ୍କ ଏତଲା କ୍ରମେ ପୋଲିସ ଏକ ମାମଲା(ନଂ. ୭୬୬/୨୩) ରୁଜୁ କରି ୨ ଯୁବକଙ୍କୁ ଗିରଫ କରିଥିଲା। ପରେ ଗିରଫ ୨ ଯୁବକଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଏଏସ୍‌ଆଇ ବି.ଏନ. ଜେନା ସୂଚନା ଦେଇଛନ୍ତି। ଗିରଫ ଯୁବକ ହେଲେ ବଡମାଧପୁର ଗ୍ରାମର ପଙ୍କଜ ପରିଡ଼ା ଓ ଶାନ୍ତନୁ ପରିଡ଼ା।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?