କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପ୍ରକାଶ ଚନ୍ଦ୍ର ସାହୁ। ଶୁକ୍ରବାର ସନ୍ଧ୍ୟାରେ ତାଙ୍କୁ କୋର୍ଟ ଚାଲାଣ କରାଯାିଛି। ଏ ନେଇ ପୋଲିସ ଏକ ମାମଲା(ନଂ. ୪୮୧/୨୪) ରୁଜୁ କରିଛି।

ସୂଚନାଯୋଗ୍ୟ, ଗତ ଜାନୁଆରୀ ମାସରେ ଛାତ୍ରୀ ଜଣଙ୍କ କଲେଜ ପରିଭ୍ରମଣରେ ଯାଇଥିଲେ। ସେଠାରେ ପ୍ରକାଶ କୁଆଡେ ତାଙ୍କୁ ବଳପୂର୍ବକ ଅସଦାଚରଣ କରିଥିଲେ। ସମ୍ପୃକ୍ତ ଛାତ୍ରୀ ଏ ସମ୍ପର୍କରେ କଲେଜରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିଲା। ଶେଷରେ ଛାତ୍ରୀ ଥାନାର ଦ୍ବାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?