କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ଅଭିଯୁକ୍ତ ଗିରଫ

ଠାକୁରମୁଣ୍ଡା,୧୭।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲ୍ଲକ ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରି ଗଳା କାଟି ହତ୍ୟା ଘଟଣାରେ ମହୁଲଡିହା ଥାନା ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରିଛି। ହତ୍ୟାକାଣ୍ଡର ୪୫ ଦିନ ପରେ ଲାଏ ଡିଟେକ୍ସନ ଟେଷ୍ଟ ପରେ ପୋଲିସ ହତ୍ୟାକାରୀଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ସେ ହେଲେ ଉକ୍ତ ଅଞ୍ଚଳର ବିବାହିତ ଯୁବକ ଜ୍ୟୋତି ରାମ ପଥୁରିଆ।

ପ୍ରକାଶ ଯେ, ଜ୍ୟୋତି ରାମ ଉକ୍ତ ଯୁବତୀଙ୍କ ଘରକୁ ଅଧିକାଂଶ ସମୟରେ ଯିବା ଆସିବା କରୁଥିଲେ। ତେବେ ସେ ଦିନ ଘରେ କେହି ନ ଥିବାର ସୁଯୋଗ ନେଇ ଯୁବତୀଙ୍କୁ ବଳାତ୍କାର କରିଥିଲେ। ପରେ ଏହି କଥା ପ୍ରଘଟ ହେବା ଭୟରେ ଯୁବତୀଙ୍କୁ ଅତି ନିର୍ମମ ଭାବରେ ଟାଙ୍ଗିଆରେ ହତ୍ୟା କରିଥିବା ପୋଲିସ କହିଛି। ବ୍ୟବହୃତ ଟାଙ୍ଗିଆ ଜବତ ସହ ଅଭିଯୁକ୍ତଙ୍କ ଡାକ୍ତରୀ ପରୀକ୍ଷା ପରେ ପୋଲିସ ସୋମବାର ତାଙ୍କୁ କୋର୍ଟ ଚାଲାଣ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍‌ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…

ରଥଯାତ୍ରା ଡ୍ୟୁଟିରେ ଆସିଥିବା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ

ସାକ୍ଷୀଗୋପାଳ, ୧୨।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରଥଯାତ୍ରା ଡ୍ୟୁଟିରେ ପୁରୀ ଆସିଥିବା ଜଣେ ହୋମଗାର୍ଡଙ୍କର ଶନିବାର ରାତିରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡଙ୍କ…

ENG vs IND: ଇଂଲଣ୍ଡ ODI ଏବଂ ଜିମ୍ବାୱେ T20 ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ; BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଏବଂ ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ କରାଯାଇଛି। ରବିବାର, ପୁରୁଷ…

ଗ୍ରୀଡ୍‌ ସବ୍‌ଷ୍ଟେଶନ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ କୌଣସି ସ୍ଥାନରେ କିଛି…

ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ନିକଟରେ ରବିବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ୩୩/୧୧ କେ.ଭି କ୍ଷମତା ସମ୍ପନ୍ନ ନୂତନ ଗ୍ରୀଡ୍‌…

‘ମୁଁ ଆତ୍ମହତ୍ୟା କରିଦେବି….’ନିର୍ବାଚନ କମିଶନରଙ୍କୁ ଘରକୁ ଡକାଇ ଏଭଳି କହିଥିଲେ ମନମୋହନ ସିଂ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୨।୭: ୨୦୦୪ ରୁ ୨୦୧୪ ପର୍ଯ୍ୟନ୍ତ ଦଶ ବର୍ଷ ଧରି ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିବା ମନମୋହନ ସିଂଙ୍କ ସମ୍ପର୍କରେ ଏକ ଆକର୍ଷଣୀୟ କାହାଣୀ ସାମ୍ନାକୁ ଆସିଛି।…

ମୋବାଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର…

ସଚିନ ତେନ୍ଦୁଲକରଙ୍କ ପରେ ଏବେ ବିରାଟଙ୍କ ପାଳି; ଇତିହାସ ରଚିବା ଲକ୍ଷ୍ୟରେ ବିରାଟ

ନୂଆଦିଲ୍ଲୀ,୧୨।୭: ଟି-୨୦ ସିରିଜରେ କ୍ଲିନ ସୁଇପ ପରେ, ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ ୧୪…

Watch: ଦଳରୁ ବାଦ ପଡିବା ପରେ ଭୋ ଭୋ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ, ସମ୍ଭାଳିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୨।୭: ସାଉଥାମ୍ପଟନରେ ଅନୁଷ୍ଠିତ ତୃତୀୟ ଟି-୨୦ ମ୍ୟାଚ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରେ ସ୍ଥାନ ମିଳିନଥିଲା; ବରଂ ସଞ୍ଜୁ ସାମସନ ଦଳକୁ ଫେରିଥିଲେ। ତଥାପି, ଫଳାଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri