କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ବ୍ରହ୍ମପୁର ଅଫିସ,୨୯ା୯: ବୈଦ୍ୟନାଥପୁର ପୋଲିସ ଜଣେ ଅପହୃତା ଛାତ୍ରୀଙ୍କୁ ଆନ୍ଧ୍ରପ୍ରଦେଶର ହାଇଦ୍ରାବାଦରୁ ଉଦ୍ଧାର କରିଛି। ଛାତ୍ରୀଙ୍କୁ ଅପହରଣ କରି ହାଇଦ୍ରାବାଦରେ ଏକ ଭଡା ଘରେ ରଖି ବଳାତ୍କାର କରିଥିବା ଅଭିଯୋଗରେ ଅଭିଯୁକ୍ତ ଅଳୟ ବେହେରା (୨୮)ଙ୍କୁ ପୋଲିସ ଗିରଫ କରିଛି। କୋର୍ଟରେ ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି। ପରେ ମେଡିକାଲରେ ଉଭୟଙ୍କ ଡାକ୍ତରୀମାଇନା କରାଯାଇଥିଲା। କୋର୍ଟ ନିର୍ଦ୍ଦେଶରେ ପୀଡ଼ିତା ଏବେ ତାଙ୍କ ମା’ଙ୍କ ପାଖରେ ଥିବାବେଳେ ମାମଲା ନଂ.୨୩୩/୨୧ରେ ଅଭିଯୁକ୍ତ ଅଳୟଙ୍କୁ କୋର୍ଟ ଚାଲାଣ କରାଯାଇଛି।

ଘଟଣାରୁ ପ୍ରକାଶ, ଗତ ୫ ତାରିଖରେ ଯୁକ୍ତ ଦୁଇରେ ପଢୁଥିବା ଛାତ୍ରୀ ଜଣକ ନିଖୋଜ ଥିବାନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଥିଲା। ଗତ ୨୪ତାରିଖରେ ଅଭିଯୁକ୍ତ ସମ୍ପୃକ୍ତା ନାବାଳିକା ଛାତ୍ରୀଙ୍କ ସହ ମିଶି ହାଇଦ୍ରାବାଦରେ ଉଠାଇଥିବା ଏକ ଫୋଟୋ ତାଙ୍କ ସାଙ୍ଗ ପାଖକୁ ପଠାଇଥିଲେ। ଉକ୍ତ ଫଟୋଟି ଛାତ୍ରୀଙ୍କ ବାପାଙ୍କୁ ସାଙ୍ଗ ଜଣକ ପଠାଇଥିଲେ। ପୋଲିସ ଏହା ଜାଣିବା ପରେ ତଦନ୍ତ ଆରମ୍ଭ କରିଥିଲା। ସାଇବର ପୋଲିସ ଜରିଆରେ ଅପହରଣକାରୀଙ୍କ ମୋବାଇଲ ନମ୍ବର ଟ୍ରାକିଂ କରି ବୈଦ୍ୟନାଥପୁର ଥାନା ପୋଲିସ ହାଇଦ୍ରାବାଦରେ ପହଞ୍ଚି ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri