କଲେଜ ଛାତ୍ରଙ୍କୁ ଧକ୍କା ଦେଲା କାର୍‌

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବିଜ୍ଞାନ ସ୍ବୟଂଶାସିତ ମହାବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ କାର୍‌ ଧକ୍କାରେ ଜଣେ କଲେଜ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ସମ୍ପୃକ୍ତ ମହାବିଦ୍ୟାଳୟର + ୩ ଦ୍ବିତୀୟ ବର୍ଷ ଛାତ୍ର ସୁମନ ସାହୁ(୧୯)। ସେ ସ୍ଥାନୀୟ ପୌରାଞ୍ଚଳ ଥାନା ତୋଟା ସାହିରେ ରହୁନ୍ତି।

ଉପସ୍ଥିତ ସହପାଠୀ ମୁମନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟପକ୍ଷେ ଦୁର୍ଘଟଣା ଘଟାଇ ଥିବା କାର୍‌ଟି ଦ୍ରୁତ ଗତିରେ ବ୍ରହ୍ମପୁର ଅଭିମୁଖେ ଚମ୍ପଟ୍‌ ମାରିଥିଲା। ଘଟଣା ପରେ କଲେଜ ପରିସରରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବର ପାଇ ହିଞ୍ଜିଳି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଛାତ୍ରଙ୍କୁ ବୁଝାଶୁଝା କରିବା ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri