ଭୁବନେଶ୍ୱର, ୭।୯ (ଅସମାପିକା ସାହୁ)୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖାଇଥିବା ଛାତ୍ରୀଛାତ୍ର ନିଜ କଲେଜ ବଦଳାଇପାରିବେ। ଉଚ୍ଚ ଶିକ୍ଷା ବିଭାଗ ସୂଚନାନୁସାରେ, ଯେଉଁ ଛାତ୍ରୀଛାତ୍ର ଯୁକ୍ତ୩ ପ୍ରଥମ ବର୍ଷରେ ନାମ ଲେଖାଇ ସାରିଛନ୍ତି ଏବଂ ଦ୍ୱିତୀୟ ପର୍ଯ୍ୟାୟରେ କଲେଜ ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି, ସେମାନେ ସାମ୍ସ ଫିଡ୍ବ୍ୟାକ୍ ଫର୍ମ ପୂରଣ କରି କଲେଜ ବଦଳାଇପାରିବେ। ଯୁକ୍ତ୩ ପ୍ରଥମ ପର୍ଯ୍ୟାୟ ନାମଲେଖାରେ ସିଟ୍ ପୂରଣ ନ ହେବାରୁ ଉଚ୍ଚଶିକ୍ଷା ବିଭାଗ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ରାଜ୍ୟରେ ୧,୦୪୦ ଡିଗ୍ରୀ କଲେଜରେ ୨, ୭୦,୧୬୩ ସିଟ୍ ଥିବାବେଳେ ୧,୧୧,୧୦୮ ସିଟ୍ ଖାଲି ପଡ଼ିଛି। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଗତ ସୋମବାରରୁ ଆବେଦନ ଆରମ୍ଭ ହୋଇଥିବାବେଳେ ଏହା ୧୩ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ। ୨୨ତାରିଖ ଅପରାହ୍ନ ୧୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରମାନେ ୨୩ତାରିଖ ସକାଳ ୯ଟାରୁ ୨୬ତାରିଖ ସନ୍ଧ୍ୟା ୫ଟା ଭିତରେ ନାମଲେଖାଇବେ।
ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ
ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ…
ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…
ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍ଏନ୍ଏଲ୍ର ୪-ଜି…
ଆତ୍ମସମର୍ପଣ କଲେ ଟପ୍ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…
ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…
ରାଜ୍ୟ ପ୍ରାକ୍ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି
ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…
ଅଢ଼େଇ ବର୍ଷର ଝିଆରୀଙ୍କୁ ବଳାତ୍କାର କଲେ ଦାଦା, ଆଉ ତା’ପରେ…
ପିଲିଭିଟ୍(ୟୁପି),୭ା୨: ଉତ୍ତରପ୍ରଦେଶର ପିଲିଭିଟ୍ ଜିଲାରେ ୨୫ ବର୍ଷର ଦାଦା ନିଜର ଅଢ଼େଇ ବର୍ଷର ଝିଆରୀକୁ ବଳାତ୍କାର କରିବା ପରେ ଆତ୍ମହତ୍ୟା କରିଛନ୍ତି। ଗୁରୁବାର ରାତି ପ୍ରାୟ ୮ଟା…
ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି
ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…
ବେରୋଜଗାରୀ ଯୁବତୀ-ଯୁବକଙ୍କ ପାଇଁ ଖୁସି ଖବର, ୨୩୮୦୦ ସରକାରୀ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ…
ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧.୨୭ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ…
ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ
ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…
Archives

