ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ

ମୋହନା,୨୯।୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା କର୍ଚ୍ଚାବାଡ଼ି ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଅଡବା ଗାଁର ଅଜିତ ନାୟକ l

ମିଳିଥିବା ସୂଚନା ମୁତାବକ, ଅଜିତ ମୋହନାରୁ କାମ ସାରି ଏକ ବାଇକ୍‌ ଯୋଗେ ଗାଁକୁ ଫେରୁଥିଲେ। କର୍ଚ୍ଚାବାଡ଼ି ନିକଟରେ ସାମ୍ନା ପଟୁ ଆସୁଥିବା ଏକ ପିକଅପ୍‌ ଭ୍ୟାନ୍‌ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଅଜିତଙ୍କ ମୃତ୍ୟୁ ଘଟିଥିଲା।

ଅନ୍ୟପକ୍ଷେ କ୍ଷତିପୂରଣ ଦାବିରେ ପରିବାର ଲୋକଙ୍କ ସହ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ୩୨୬ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠୁ ଉତ୍ତପ୍ତ ୨୦ ସହର ମଧ୍ୟରୁ ୧୯ ଭାରତରେ

ନୂଆଦିଲ୍ଲୀ,୨୨ା୪: ଭାରତ ଏବେ ବିଶ୍ୱ ଉତ୍ତାପ ବୃଦ୍ଧିର କେନ୍ଦ୍ରସ୍ଥଳ ପାଲଟିଛି। ବିଶ୍ୱର ୨୦ଟି ସବୁଠୁ ଉତ୍ତପ୍ତ ସହର ମଧ୍ୟରୁ ୧୯ଟି ଭାରତରେ ରହିଥିବା ଏକ୍ୟୁଆଇ ପକ୍ଷରୁ ଜାରି…

୨୩% ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୨ା୪: ଆଗାମୀ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୩ ପ୍ରତିଶତଙ୍କ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri