ମେ’୨ ଯାଏ ବନ୍ଦ ରହିବ କଲେଜ, ୟୁନିଭର୍ସିଟି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ ବଢି ଚାଲିଛି ତାତିର ପ୍ରକୋପ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୟୁଜି ଏବଂ ପିଜି କ୍ଲାସ୍‌ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ବୁଧବାରଠାରୁ ମେ’୨ ଯାଏ ସମସ୍ତ କଲେଜ୍‌ ଏବଂ ୟୁନିଭରସିଟି ବନ୍ଦ ରହିବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri