ଟ୍ରାକ୍ଟର-ବାଇକ୍‌ ମଧ୍ୟରେ ଧକ୍କା: ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୨୦।୧୨(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଳକର ଏସ୍‌ ରାଉତପୁର ଗ୍ରାମ ଚର୍ଚ୍ଚ ନିକଟରେ ଏକ ବାଇକ ସହ ଟ୍ରାକ୍ଟରର ଧକ୍କା ହୋଇଛି। ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି।
ବାଇକ (ଓଡି୨୦ ବି୦୭୩୫) ଯୋଗେ ପ୍ରକାଶ ଶବର ଏବଂ ସ୍ତ୍ରୀ ରଜନୀ ଶବର ଗାରବନ୍ଧ ଅଭିମୁଖେ ଯାଇଥିବା ବେଳେ ଟ୍ରାକ୍ଟର(ଓଡି୨୦ଏ୬୪୭୨)ସହ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ରଜନୀଙ୍କର ମୃତ୍ୟୁ ଘଟିଛି। ପ୍ରକାଶଙ୍କୁ ଗୁରୁତର ଅବସ୍ଥାରେ ଗାରବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏ ନେଇ ଗରବନ୍ଧା ଥାନାରେ ଏକ ମାମଲା (ନଂ. ୯୨/୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ପହଞ୍ଚିଲା କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍‌,ତଦନ୍ତ ଆରମ୍ଭ

ରାୟଗଡ଼ା ଅଫିସ,୩୦।୧୨: ବିଦାନୋଭ ଏବଂ ପାଭେଲଙ୍କ ମୃତ୍ୟୁ ତଦନ୍ତ ପାଇଁ ରାୟଗଡ଼ାରେ କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍‌ ଶୁକ୍ରବାର ପହଞ୍ଚିଛନ୍ତି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ...

ରାସ୍ତାରେ ବାଡ଼, ୧୦ ପରିବାରର ଯାତାୟାତ ଠପ୍‌

ବରୀ,୨୪।୭(ଡି.ଏନ.ଏ.): ରାସ୍ତା ଅବରୋଧ ଯୋଗୁ ବରୀ ବ୍ଲକ୍‌ ଅଧୀନ ଅରଙ୍ଗାବାଦ ପଞ୍ଚାୟତ ୭ନଂ. ଓ୍ବାର୍ଡର ୧୦ରୁ ଊର୍ଦ୍ଧ୍ୱ ପରିବାର ଯାତାୟାତ ନିମନ୍ତେ ନାହିଁ ନ ଥିବା...

ମୌଳିକ ସୁବିଧା କଥା ବୁଝିଲାନି ପ୍ରଶାସନ:ହଷ୍ଟେଲ ଛାଡ଼ିଲେ ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଛାତ୍ରୀ

ପାଲଲହଡା,୧୨।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡା ବ୍ଲକ ନଗିରା ପଞ୍ଚାୟତରେ ଥିବା ସିବିଡା ଶିକ୍ଷା ନିକେତନର ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଛାତ୍ରୀ ଦୀର୍ଘଦିନରୁ ଲାଗି ରହିଥିବା ଅବ୍ୟବସ୍ଥା...

ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍‌: ବାପା ମୃତ, ପୁଅ ଗୁରୁତର; କ୍ଷତିପୂରଣ ଦାବିରେ ରାସ୍ତାରୋକୋ, ୨ ଘଣ୍ଟା ଧରି ବନ୍ଦ ରହିଲା ଯାତାୟାତ

ନିମାପଡ଼ା,୫।୯(ଡି.ଏନ୍‌.ଏ.): ପୁରୀ ଜିଲା ଖେଲାର-ବଳଙ୍ଗା ରାସ୍ତାର କଅଁରପୁର କଲେଜ ଛକ ନିକଟରେ ଗୁରୁବାର ସକାଳେ ଏକ ଟ୍ରକ୍‌ ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା...

ଭୁଶୁଡିଲା ବିଜୁ ସେତୁ: ଜଣେ ମୃତ ୩ଗୁରୁତର

ନବରଙ୍ଗପୁର/ଉମରକୋଟ,୧୦ା୧: ନବରଙ୍ଗପୁର ଜିଲା ବଡକୁମାରୀ ପଞ୍ଚାୟତ ଅଧୀନ ତାଲାପଦର ନାଗୀନଦୀ ଉପରେ ବିଜୁ ସେତୁ ଯୋଜନାରେ ତିଆରି ଚାଲିଥିବା ପୋଲ ଭୁଶୁଡି ପଡ଼ିବାରୁ ଜଣଙ୍କର ମୃତ୍ୟୁ...

ଗଜାନନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ଧର୍ମଶାଳା,୧୭ା୬(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଭାଲୁଖାଇସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପବିତ୍ର ସ୍ନାନ ପୂର୍ଣ୍ଣିମାରେ ଚଳଚଞ୍ଚଳ ହୋଇଛି। ଏହି ଅବସରରେ ପ୍ରଥମେ ସ୍ନାନବେଦୀରେ ମହାପ୍ରଭୁ ଜଗନ୍ନାଥ, ବଳଦେବ...

ଆଠଗଡ଼ ଡିଏସ୍‌ପିଙ୍କ ପରିବାରର ୪ଜଣଙ୍କୁ କରୋନା

ଆଠଗଡ଼,୨।୭(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଉପଖଣ୍ଡ ଆରକ୍ଷୀ ଅଧ୍ୟକ୍ଷ(ଡିଏସ୍‌ପି)ଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏବେ ଆଠଗଡ଼ ଉପକଣ୍ଠ ଅଞ୍ଚଳରୁ ଆଉ ୧୭ ପଜିଟିଭ୍‌ ଚିହ୍ନଟ...

ମହାଗୁଡ଼ି, ତାଜୁଙ୍ଗିଆ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୬।୭(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ତୁହାକୁ ତୁହା ଝିପିଝିପି ବର୍ଷା ଲାଗି ରହିଛି। ଫଳରେ ପକ୍କାରାସ୍ତା ନ ଥିବା ବିଭିନ୍ନ ଗ୍ରାମବାସୀଙ୍କ ସମସ୍ୟା ବଢିଯାଇଛି। ତାଜୁଙ୍ଗିଆ...

Advertisement
Archives

Model This Week