Advertisement
Posted inଜାତୀୟ

ନଏଡା-ଗ୍ରେଟର ନଏଡା ଏକ୍ସପ୍ରେସ ୱେରେ ଦୁଇଟି ବସ ମଧ୍ୟରେ ଧକ୍କା, ୩ ମୃତ ଅନେକେ ଆହତ

ନଏଡା.୧୮ ।୧୨: ନଏଡା-ଗ୍ରେଟର ନଏଡା ଏକ୍ସପ୍ରେସ ୱେରେ ରବିବାର ସକାଳେ ଏକ ବଡ ଦୁର୍ଘଟଣା ହୋଇଛି । ଏଥିରେ ଘଟଣାସ୍ଥଳରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଏହାସହ ଅନେକେ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୨ ଜଣ ଗୁରୁତର ଥିବା ସୂଚନା ମିଳିଛି । ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ସେଠାରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ପୋଲିସର ସୂଚନା ଅନୁଯାୟୀ, ନଏଡା-ଗ୍ରେଟର ନଏଡା ଏକ୍ସପ୍ରେସ ୱେରେ ନଲେଜ ପାର୍କ ନିକଟରେ ଓଭର ଟେକ କରିବା ଚକ୍କରରେ ଦୁଇଟି ବସ ପରସ୍ପର ସହ ପିଟି ହୋଇଯାଇଥିଲେ । ଏଥିରେ ଘଟଣାସ୍ଥଳରେ ହିଁ ୩ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିଲା । ଏହାସହ ଅନେକେ ଆହତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥନୀତି ସଜାଡ଼ିବା ପାଇଁ ବଡ଼ ପ୍ୟାକେଜ :ଚ୍ୟାଲେଞ୍ଜ ବି ଛୋଟ ନୁହେଁ

ନୂଆଦିଲ୍ଲୀ,୧୪ା୫- କରୋନା ଭାଇରସ୍‌ ସାରା ବିଶ୍ୱର ଅର୍ଥନୀତିକୁ ଚରିଦେଇଛି। ଏହି ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଭାରତ ସମେତ ବିଭିନ୍ନ ଦେଶରେ ଲକ୍‌ଡାଉନ୍‌ ଭଳି କଟକଣା...

କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତି ପ୍ରଭାବିତ ହୋଇଛି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ, ୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ ଉପସ୍ଥାପନ କରିବା ପୂର୍ବରୁ ନିଜର ବକ୍ତବ୍ୟରେ କହିଛନ୍ତି ଯେ, ଗତବର୍ଷ ଦେଶର ଅର୍ଥନୀତି ପାଇଁ ସମୟ ଆହ୍ବାନମୂଳକ...

୮ ରାଜ୍ୟର ୧୯ଟି ରାଜ୍ୟ ସଭା ଆସନ ପାଇଁ ଚାଲିଛି ନିର୍ବାଚନ

ନୂଆଦିଲ୍ଲୀ,୧୯।୬: ୮ ରାଜ୍ୟର ୧୯ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ସକାଳ ୯ଟାରେ ନିର୍ବାଚନ ଆରମ୍ଭ ହୋଇଛି। ଆନ୍ଧ୍ରପ୍ରଦେଶ ଏବଂ ଗୁଜରାଟରୁ ୪ଟି, ମଧ୍ୟପ୍ରଦେଶ...

ଫାୟାରିଂ ମାମଲାରେ କୋର୍ଟରେ ହାଜର ହେଲେ ସୋନୁ ସୁଦ

ମୁମ୍ବାଇ,୧୪।୧୨: ଫିଲ୍ମ ପ୍ରଡ୍ୟୁସର କରିମ ମୋରାନିଙ୍କ ବ୍ୟାଙ୍ଗଲୋରେ ୨୦୧୪ରେ ଘଟିଥିବା ଫାୟାରିଂ ମାମଲାରେ ମଙ୍ଗଳବାର ସାକ୍ଷୀ ଭାବେ ସ୍ବତନ୍ତ୍ର କୋର୍ଟରେ ହଜାର ହୋଇଛନ୍ତି ବଲିଉଡ୍‌ ଅଭିନେତା...

୫ ମାସ ପରେ କାର୍‌ଗିଲ୍‌ରେ ମିଳିଲା ମୋବାଇଲ ଇଣ୍ଟରନେଟ୍‌ ସୁବିଧା

ଲଦାଖ,୨୭।୧୨: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରଠାରୁ ସେଠାରେ ଅନେକ ସ୍ଥାନରେ ମୋବାଇଲ ଇଣ୍ଟରନେଟ୍‌ ସେବାକୁ ବନ୍ଦ ରଖାଯାଇଥିଲା। ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ...

ଭାଜପାକୁ ସର୍ବାଧିକ କର୍ପୋରେଟ୍‌ ଚାନ୍ଦା ଗୁଜରାଟରୁ ମିଳିଛି

ନୂଆଦିଲ୍ଲୀ,୨୮।୧୧(ପି.ଟି.): ୨୦୧୭ରୁ ୨୦୨୧ ମଧ୍ୟରେ ଗୁଜରାଟରୁ ଭାଜପା ସର୍ବାଧିକ କର୍ପୋରେଟ ଚାନ୍ଦା ପାଇଛି। ଏହି ଚାନ୍ଦା ପରିମାଣ କଂଗ୍ରେସ ପାଇଥିବା ଚାନ୍ଦାର ୧୬ ଗୁଣ ବୋଲି...

ଅନ୍ନଦାତାଙ୍କ ଆନ୍ଦୋଳନକୁ ସଫଳ କରିବାକୁ ଆହ୍ୱାନ ଦେଲେ ରାହୁଲ, ପ୍ରିୟଙ୍କା

ନୂଆଦିଲ୍ଲୀ,୮ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି କୃଷକମାନେ ଆନ୍ଦୋଳନ ଚଲାଇଥିବା ବେଳେ ମଙ୍ଗଳବାର ଭାରତ ବନ୍ଦ ଡାକରା ଦେଇଛନ୍ତି । ଏହି...

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜଣଙ୍କ ଜୀବନ

ପାଟନା,୧୪।୧୨: ବିହାରର ଛପରା ଜିଲାରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଆହୁରି ୫ ଜଣ ହସ୍ପିଟାଲରେ ଚିକିତ୍ସାଧିନ ଅଛନ୍ତି। ଆଗକୁ...

Advertisement
Archives

Model This Week