ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଏପରିକି ଜିଲାର ସବୁ କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିବ ବୋଲି ଅବଗତ କରାଯାଇଛି।

ଏପରିକି ସରକାରୀ ଓ ଘରୋଇ ନିର୍ମାଣ କାମ ଦିନକ ପାଇଁ ବନ୍ଦ ରହିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସିଏମ୍‌ସି କମିସନର ଓ ବିଡିଓଙ୍କୁ ଚିଠି କରାଯାଇଛି। ନଦୀ ଘାଟରେ ପୋଲିସ ପାଟ୍ରୋଲିଂ ପାଇଁ କଡ଼ା ନିର୍ଦ୍ଦେଶ ଦିଆଯିବା ସହ ନଦୀ ଘାଟରୁ ବାଲି ଉଠାଣ ଉପରେ କଟକଣା ଜାରି କରାଯାଇଛି। ସୂଚନା ଯୋଗ୍ୟ, ସୋମବାର କଟକ ଜିଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?