ରାଷ୍ଟ୍ରପତିଙ୍କ ପୁଅ ଗିରଫ, ନିର୍ବାଚନ ପ୍ରଚାର ସମୟରେ ଡ୍ରଗ୍ସ ବେପାରୀଙ୍କ ଠାରୁ ଟଙ୍କା ନେଇଥିବା ଅଭିଯୋଗ

ବୋଗୋଟା,୩୦।୭: କଲମ୍ବିଆ ରାଷ୍ଟ୍ରପତି ଗୁସ୍ତାଭୋ ପେଟ୍ରୋଙ୍କ ପୁଅକୁ ଗିରଫ କରିଛି ପୋଲିସ। ଅଭିଯୋଗ ଅନୁଯାୟୀ, ରାଷ୍ଟ୍ରପତିଙ୍କ ପୁଅ ଗତ ବର୍ଷ ନିର୍ବାଚନ ପ୍ରଚାର ସମୟରେ ବେଆଇନ ଭାବେ ବଟି ସଂଗ୍ରହ କରିଥିଲେ।
ସୂଚନାଯୋଗ୍ୟ, ଡ୍ରଗ୍ସ ବେପାରୀଙ୍କଠାରୁ ସେ ବେଆଇନ ଭାବେ ଟଙ୍କା ନେଇଥିଲେ। ଅନ୍ୟପକ୍ଷରେ ରାଷ୍ଟ୍ରପତି ଗୁସ୍ତାଭୋ ପେଟ୍ରୋ ପୁଅ ଗିରଫ ହେବାରେ ସେ ହସ୍ତକ୍ଷେପ କରିବେ ନାହିଁ ବୋଲି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଇନ ତାଙ୍କ ପୁଅଙ୍କ ପାଇଁ ଉଚିତ୍‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।

ସେ ସୋସିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି, ଜଣେ ପିତା ଭାବରେ ତାଙ୍କର ପୁଅ ଜେଲ ଯିବା ଦେଖିବା ଅତ୍ୟନ୍ତ ଦୁଃଖ ଦାୟକ। କିନ୍ତୁ ଦେଶର ରାଷ୍ଟ୍ରପତି ଭାବରେ ମୁଁ ଆଟର୍ଣ୍ଣି ଜେନେରାଲଙ୍କୁ ନିଶ୍ଚିତ କରୁଛି ଯେ, ସେ ଏହି ଘଟଣାରେ ହସ୍ତକ୍ଷେପ କରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

ନେପାଳରେ ଭୂକମ୍ପ, ମୋଦି କହିଲେ ସବୁ ସହାୟତା ଯୋଗାଇବାକୁ ଆମେ ପ୍ରସ୍ତୁତ

କାଠମାଣ୍ଡୁ,୨୫ା୬: ଗୁରୁବାର ସକାଳେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ନେପାଳରେ ୨୫ କିଲୋମିଟର ଗଭୀରତାରେ ଆଜି ସକାଳ…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri