ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସ୍ଥାନୀୟ ଖବର ସଂସ୍ଥା ରିପୋର୍ଟ ଅନୁଯାୟୀ, ବିମାନଟି ୧୧୦ ଜଣ ସୈନିକଙ୍କୁ ନେଇ ଯାତ୍ରା କରୁଥିଲା। କଲମ୍ବିଆ ପ୍ରତିରକ୍ଷା ମନ୍ତ୍ରଣାଳୟ ସୋମବାର ରିପୋର୍ଟ କରିଛି ଯେ ଦେଶର ଦକ୍ଷିଣ ଭାଗରେ ଏକ ଲକହିଡ ମାର୍ଟିନ (LMT.N) ହର୍କୁଲେସ C-130 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି।

ସୂଚନା ଅନୁଯାୟୀ, ବିମାନଟି ପେରୁ ସୀମାବର୍ତ୍ତୀ କଲମ୍ବିଆର ଦକ୍ଷିଣ ଆମାଜନ ଅଞ୍ଚଳରେ ଅବସ୍ଥିତ ପୁଏର୍ଟୋ ଲେଗୁଇଜାମୋରୁ ଉଡ଼ାଣ ଭରିଥିଲା। ତେବେ ଉଡାଣ ଭରିବାର କିଚଇ ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛଇ। ତେବେ ମୃତ୍ୟୁବରଣ କରିଥିବା ଲୋକଙ୍କ ସଠିକ ସଂଖ୍ୟା ଏବଂ ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

ବ୍ରିଟେନ୍‌, ଫ୍ରାନ୍ସରେ ଆସୁଛି ପଞ୍ଚମ ହିଟ୍‌ଓ୍ବେଭ୍‌

ପ୍ୟାରିସ୍‌, ୧୧।୮(ପି.ଟି): ପଶ୍ଚିମ ୟୁରୋପରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦିନକୁ ଦିନ ଭୟଙ୍କର ରୂପ ନେଉଥିବାବେଳେ ବ୍ରିଟେନ ଏବଂ ଫ୍ରାନ୍ସ ଚଳିତ ମୌସୁମୀର ପଞ୍ଚମ ପ୍ରଚଣ୍ଡ ତାତି…

ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

ଇରାନ ଯୁଦ୍ଧ କ୍ଷତିପୂରଣ ଦାବି କରିବାରୁ ଟ୍ରମ୍ପ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ତେହରାନ,୧୧।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ସମୟରେ ହୋଇଥିବା କ୍ଷତି ପାଇଁ ଇରାନର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏକ ସଂଘର୍ଷ ଯେଉଁଥିରେ ଇରାନର ପୂର୍ବତନ ସର୍ବୋଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri