ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ରଙ୍ଗୀନ ଅଣ୍ଡା

କେନ୍ଦୁଝର,୨୩ା୪(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ମୁସ୍‌ଲିମ ବସ୍ତିର ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ପିଲାଙ୍କୁ ମିଳିଥିବା ରଙ୍ଗୀନ ଅଣ୍ଡାକୁ ନେଇ ଚର୍ଚ୍ଚା ଚାଲିଛି। ଏହି ରଙ୍ଗୀନ ଅଣ୍ଡାର ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପିଲାମାନଙ୍କୁ ଦିଆଯାଇଥିବା ଅଣ୍ଡା ମଧ୍ୟରୁ ଜଣେ ଶିଶୁଙ୍କୁ ମିଳିଥିବା ଅଣ୍ଡା ଭାଙ୍ଗି ଦେଖି ପରିବାର ଲୋକ ଚକିତ ହୋଇ ପଡ଼ିଥିଲେ। ଏହା ଭିତର ରଙ୍ଗୀନ (ଗୋଲାପୀ)ଦେଖାଯାଉଛି ା ଅଣ୍ଡାଟି ପଚି ଯାଇ ଏଭଳି ଦେଖାଯାଉଥିବା ଆଶଙ୍କା କରାଯାଉଛି। ଏଣୁ ଏହି ଅଣ୍ଡା ସହିତ ବଣ୍ଟନ ହୋଇଥିବା ଅନ୍ୟ ଅଣ୍ଡା ସବୁର ଯାଞ୍ଚ କରି ପଦକ୍ଷେପ ନେବାକୁ ସ୍ଥାନୀୟ ଅଭିଭାବକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମମାଟି ବରପାଲିରେ ଶହୀଦ ପ୍ରେମରାଜଙ୍କୁ ଅଶ୍ରୁଳ ବିଦାୟ: ତୋପ ସଲାମୀ ସହ ସମ୍ପନ୍ନ ହେଲା…

ବରପାଲି, ୧୩।୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ବ୍ଲକର କୁମ୍ଭାରୀ ଗାଁର ବୀର ସନ୍ତାନ ପ୍ରେମରାଜ ମଲ୍ଲିକଙ୍କ ପାର୍ଥିବ ଶରୀର ନିଜ ଜନ୍ମମାଟିରେ ପହଞ୍ଚିବା ପରେ ସାରା…

୧୮ ଦିନରେ ଭଞ୍ଜନଗର ଯାତ୍ରା: ଅସମ୍ଭାଳ ଭିଡ, ଖୋର୍ଦ୍ଧା ପାଇକ ପୁଅଙ୍କ ଦୁଃସାହସିକ କଳା ପ୍ରଦର୍ଶନ

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଗୁରୁବାର ୧୮ ଦିନରେ ପହଞ୍ଚିଛି। ଆଜି କବି ସମ୍ରାଟ ରଙ୍ଗମଞ୍ଚରେ ଖୋର୍ଦ୍ଧାର ପାଇକ ପୁଅ ମାନେ ଚିତାକର୍ଷକ…

ଅଫିସ୍‌ରେ ତାଲା, ଅଧିକାରୀଙ୍କ ପତ୍ତା ନାହିଁ: ଓଡ୍ରି ପଞ୍ଚାୟତରେ ପ୍ରଶାସନିକ ସ୍ଥାଣୁତା, ହନ୍ତସନ୍ତ ହିତାଧିକାରୀ

ଥୁଆମୂଳ ରାମପୁର,୧୩।୫(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ଅନେକ ଜନକଲ୍ୟାଣକାରୀ ଯୋଜନା ପ୍ରଣୟନ କରୁଥିବା ବେଳେ, କଳାହାଣ୍ଡି ଜିଲା…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

ଦଣ୍ଡାସି କୁଳର ଆଲୋଚନା ସଭା: କର୍ମକର୍ତ୍ତା ଚୟନ, ନୂତନ ସଭାପତି ଭାବେ ନିର୍ବାଚିତ ହେଲେ…

ଦିଗପହଣ୍ଡି, ୧୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବଡଡୁମ୍ବୁଳା ଗ୍ରାମରେ ଦଣ୍ଡାସି କୁଳ ବଡ଼ଖେମୁଣ୍ଡି ମୁଠା ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସଭା…

କୋରାପୁଟରୁ କେସିଙ୍ଗା ଦେଇ ଚାଲିବ ନୂତନ ଟ୍ରେନ, ରେଳ ମନ୍ତ୍ରୀ ଓ ଏମପିଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ

କେସିଙ୍ଗା,୧୩ା୫:(ତୁମେଶ୍ୱର ସାହୁ): କେସିଙ୍ଗାରୁ ସିଧା ଭୁବନେଶ୍ୱରକୁ ଟ୍ରେନ ନଥିବାରୁ ବହୁବାର କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ଓ ଜେଡ ଏସ ଏସର ସଦସ୍ୟ ଡ଼ାହେମସାଗର…

ଚାଇନାରେ ପହଞ୍ଚୁ ପହଞ୍ଚୁ ଟ୍ରମ୍ପଙ୍କ ଘୋର ଅପମାନ! ସ୍ବାଗତ କରିବାକୁ ଆସିଲେନି…

ବେଜିଂ,୧୩।୫: ଚାଇନାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଅପମାନ। ଦୁଇ ଦିନିଆ ସରକାରୀ ଗସ୍ତରେ ଚାଇନାରେ ପହଞ୍ଚିଥିବା ଟ୍ରମ୍ପଙ୍କୁ ସ୍ବାଗତ କରିବା ପାଇଁ ଚାଇନା ରାଷ୍ଟ୍ରପତି ଶି…

ସାନଖେମୁଣ୍ଡିରେ ଭାଜପା ପକ୍ଷରୁ ଜନ ଆକ୍ରୋଶ ପଦଯାତ୍ରା

ଦିଗପହଣ୍ଡି,୧୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଭାଜପା ମଣ୍ଡଳ କମିଟି ପକ୍ଷରୁ ବୁଧବାର ଜନ ଆକ୍ରୋଶ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri