Posted inଜାତୀୟ

EVMରେ ରହିବ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ, ନିର୍ବାଚନ କମିଶନଙ୍କ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୧୭।୯: ଭାରତୀୟ ନିର୍ବାଚନ କମିଶନ ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ କରିଛି। ଆଗାମୀ ବିହାର ବିଧାନସଭା ନିର୍ବାଚନରୁ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ ଇଭିଏମ୍‌ରେ ପ୍ରଥମ ଥର ପାଇଁ ପ୍ରିଣ୍ଟ ହେବ। ଫଟୋ ତିନି-ଚତୁର୍ଥାଂଶ ସ୍ଥାନରେ ରହିବ ଯାହା ଦ୍ୱାରା ପ୍ରାର୍ଥୀଙ୍କୁ ସ୍ପଷ୍ଟ ଚିହ୍ନିବା ସହଜ ହେବ। ଏହା ସହ ପ୍ରାର୍ଥୀଙ୍କ କ୍ରମିକ ସଂଖ୍ୟା ଓ ନୋଟା ୩୦ ଫଣ୍ଟ ସାଇଜରେ ବୋଲ୍ଡରେ ପ୍ରିଣ୍ଟ ହେବ।

ବାଲଟ୍ ପେପର ୭୦ ଜିଏସଏମ୍ ଗୁଣବତ୍ତା ଓ ବିହାର ନିର୍ବାଚନ ପାଇଁ ନିର୍ଦ୍ଦିଷ୍ଟ ଆରଜିବି ମୂଲ୍ୟ ସହିତ ଗୋଲାପୀ ରଙ୍ଗରେ ପ୍ରିଣ୍ଟ ହେବ। ଏହି ପରିବର୍ତ୍ତନ ଭୋଟରଙ୍କ ପାଇଁ ସ୍ପଷ୍ଟତା ବୃଦ୍ଧି ଓ ଭୋଟିଂ ପ୍ରକ୍ରିୟାକୁ ସରଳ କରିବ।

ଏହା ପୂର୍ବରୁ ବିହାରର ସ୍ୱତନ୍ତ୍ର ନିର୍ବାଚନୀ ତାଲିକା ସଂଶୋଧନ (SIR) କାର୍ଯ୍ୟରେ ୬୫ ଲକ୍ଷ ନାମ ବାଦ ଦିଆଯାଇଥିବା ନେଇ ବିରୋଧୀ ଦଳ ସୁପ୍ରିମକୋର୍ଟରେ ଆପତ୍ତି ଉଠାଇଛନ୍ତି। ସୁପ୍ରିମକୋର୍ଟ ଅକ୍ଟୋବର ୭ରେ ଏହି ମାମଲାର ଚୂଡ଼ାନ୍ତ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri