ଚାନ୍ଦି ଭଣ୍ଡାରରେ ‘କଲରସ୍ପ୍ଲାସ୍‌’ କଲେକ୍ସନ

ଭୁବନେଶ୍ୱର,୨୪।୩(ଅନୁରାଧା ମହାରଣା): ହୋଲି ଅବସରରେ ରୁପା ଗହଣାର ଏକ୍ସକ୍ଲୁସିଭ ଷ୍ଟୋର ଚାନ୍ଦି ଭଣ୍ଡାର ପକ୍ଷରୁ ଗ୍ରାହକଙ୍କ ପାଇଁ ‘କଲରସ୍ପ୍ଲାସ୍‌’ କଲେକ୍ସନ ଉପଲବ୍ଧ ହୋଇଛି। ‘କଲରସ୍ପ୍ଲାସ୍‌’ କଲେକ୍ସନରେ ଏନାମେଲ୍‌ ଏବଂ ରଙ୍ଗିନ କ୍ୟୁବିକ ଜିର୍‌କୋନିଆର ପ୍ରସ୍ତୁତ ସ୍ବତନ୍ତ୍ର ଗହଣା ରହିଛି। ହୋଲିରେ ଯେକୌଣସି ପୋଷାକ ସହ ଆକର୍ଷଣୀୟ ଦିଶିବା ପାଇଁ ଏହି କଲେକ୍ସନ୍‌ ସର୍ବୋକ୍‌ତ୍ୃଷ୍ଟ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଏ ଅବସରରେ ଚାନ୍ଦି ଭଣ୍ଡାରର ନିର୍ଦ୍ଦେଶିକା ଲିପ୍‌ସା ହଂସ କହିଛନ୍ତି, ଆମେ ଯାହା ପିନ୍ଧୁଛୁ ତାହାକୁ କେବଳ ଫ୍ୟାଶନ କୁହାଯିବନାହିଁ, ଆମେ କିଭଳି ନିଜକୁ ପରିପ୍ରକାଶ କରୁଛୁ ତାହା ପ୍ରକୃତ ଫ୍ୟାଶନ । ଆମର ‘କଲରସ୍ପ୍ଲାସ୍‌’ କଲେକ୍ସନ ସହ ଆମେ ଆମ ଗ୍ରାହକଙ୍କୁ ସେମାନଙ୍କ ବ୍ୟକ୍ତିଗତତାକୁ ଗ୍ରହଣ କରିବାକୁ ଏବଂ ଏ କେବଳ ହୋଲି ନୁହେଁ ବରଂ ପ୍ରତିଦିନ ସେମାନଙ୍କ ଜୀବନରେ ରଙ୍ଗର ଏକ ଛାପ ଯୋଡ଼ିବାକୁ ଚାହୁଁଥିବା ସେ କହିଛନ୍ତି।
ଉତ୍ସବକୁ ଅଧିକ ଆକର୍ଷଣୀୟ କରିବାକୁ ଯାଇ ଚାନ୍ଦି ଭଣ୍ଡାର ଏକ ସ୍ବତନ୍ତ୍ର ଅଫର ଆଣିଛି। ଏହା ପକ୍ଷରୁ ଗଢ଼ା ମଜୁରି ଉପରେ ୨୦ ପ୍ରତିଶତ ପର୍ଯ୍ୟନ୍ତ ରିହାତି ପ୍ରଦାନ କରାଯିବାର ଯୋଜନା ରହିଛି। ଅଫର ମାର୍ଚ୍ଚ ୨୫ରୁ ଏପ୍ରିଲ ୭ ଯାଏ ଚାଲିବ। ଚାନ୍ଦି ଭଣ୍ଡାରର ଯେକୌଣସି ଷ୍ଟୋରରେ ଗ୍ରାହକ ହୋଲିର ଆନନ୍ଦ ନେଇପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା...

ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ...

ଆଜିଠୁୁ ଜିଓର ଫ୍ରିଡମ ଅଫର: ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ,୨୬।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ‘ଜିଓ’ର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ ଫ୍ରିଡମ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪...

ସିଜିୟୁ ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ସ୍ନାତକୋତ୍ତର ଦିବସ

ଭୁବନେଶ୍ୱର, ୨୫।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ)  ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କର ସ୍ନାତକୋତ୍ତର ଦିବସ ନିକଟରେ ପାଳିତ...

ସୀମା ଶୁଳ୍କ ହ୍ରାସ ନିଷ୍ପତ୍ତିକୁ ଲାଲ୍‌ଚାନ୍ଦ୍‌ର ପ୍ରଶଂସା

ଭୁବନେଶ୍ୱର, ୨୫।୭: ଚଳିତ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟରେ କେନ୍ଦ୍ର ସରକାର ସୁନା ଆମଦାନୀ ଶୁକ୍ଳ ହ୍ରାସ କରିଛନ୍ତି। ଏପରିକି ସୀମା ଶୁଳ୍କ ୧୫% ରୁ...

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ ୦୪

ନୂଆଦିଲ୍ଲୀ,୨୫।୭: ଦେଶର ପ୍ରମୁଖ ପ୍ରିମିୟମ ବ୍ରାଣ୍ଡ୍‌ ତଥା ବିଏମ୍‌ଡବ୍ଲ୍ୟୁ ମୋଟୋରାଡ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ...

ଜିଏସ୍‌ଟି ସ୍ଲାବ୍‌ର ହୋଇପାରେ ସରଳୀକରଣ

ଭୁବନେଶ୍ୱର, ୨୫।୭(ଅନୁରାଧା ମହାରଣା): ଗୁଡ୍‌ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ(ଜିଏସ୍‌ଟି) ସ୍ଲାବ୍‌ରେ ସରକାର ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଦିନରେ ଜିଏସ୍‌ଟି ଟ୍ୟାକ୍ସ ସ୍ଲାବ୍‌...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri