କମେଡିଆନ ଭାରତି ସିଂହଙ୍କୁ ଗିରଫ କଲା ଏନ୍‌ସିବି

ମୁମ୍ବାଇ,୨୧।୧୧-ବଲିଉଡ ଡ୍ରଗ୍ସ ଲିଙ୍କ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) କମେଡିଆନ ଭାରତି ସିଂହଙ୍କୁ ଶନିବାର ଜେରା କରିବା ପରେ ଶେଷରେ ଗିରଫ କରିଛି। ଆଜି ଏନ୍‌ସିବି ଭାରତିଙ୍କ ମୁମ୍ବାଇସ୍ଥିତ ବାସଭବନରେ ଅଚାନକ ଚଢାଉ କରିଥିଲା। ଏହି ସମୟରେ ତାଙ୍କ ଘରୁ ଗଞ୍ଜେଇ ମିଳିଥିଲା। ପରେ ଉଭୟ ଭାରତି ଓ ତାଙ୍କ ସ୍ବାମୀ ହର୍ଷଙ୍କୁ ଏନ୍‌ସିବି ମୁଖ୍ୟାଳୟକୁ ଡକାଯାଇ ପଚାରାଉଚରା କରାଯାଇଥିଲା। ପଚରାଉଚରା ବେଳେ ଭାରତୀ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ତାଙ୍କୁ ଗିରଫ କରାଯାଇଛି। ପଚରାଉଚରା ସମୟରେ ଉଭୟ ସ୍ତ୍ରୀ ସ୍ବାମୀ  ଘରେ ଗଞ୍ଜେଇ ସେବନ କରୁଥିବା ନେଇ ଏନ୍‌ସିବି ନିକଟରେ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri