କମେଡିଆନ ଭାରତି ସିଂହଙ୍କୁ ଗିରଫ କଲା ଏନ୍‌ସିବି

ମୁମ୍ବାଇ,୨୧।୧୧-ବଲିଉଡ ଡ୍ରଗ୍ସ ଲିଙ୍କ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) କମେଡିଆନ ଭାରତି ସିଂହଙ୍କୁ ଶନିବାର ଜେରା କରିବା ପରେ ଶେଷରେ ଗିରଫ କରିଛି। ଆଜି ଏନ୍‌ସିବି ଭାରତିଙ୍କ ମୁମ୍ବାଇସ୍ଥିତ ବାସଭବନରେ ଅଚାନକ ଚଢାଉ କରିଥିଲା। ଏହି ସମୟରେ ତାଙ୍କ ଘରୁ ଗଞ୍ଜେଇ ମିଳିଥିଲା। ପରେ ଉଭୟ ଭାରତି ଓ ତାଙ୍କ ସ୍ବାମୀ ହର୍ଷଙ୍କୁ ଏନ୍‌ସିବି ମୁଖ୍ୟାଳୟକୁ ଡକାଯାଇ ପଚାରାଉଚରା କରାଯାଇଥିଲା। ପଚରାଉଚରା ବେଳେ ଭାରତୀ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ତାଙ୍କୁ ଗିରଫ କରାଯାଇଛି। ପଚରାଉଚରା ସମୟରେ ଉଭୟ ସ୍ତ୍ରୀ ସ୍ବାମୀ  ଘରେ ଗଞ୍ଜେଇ ସେବନ କରୁଥିବା ନେଇ ଏନ୍‌ସିବି ନିକଟରେ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବାଗତା ଅମ୍ରିତା

ଆଉ ଜଣେ ବଙ୍ଗୀୟ ସୁନ୍ଦରୀ ଓଡ଼ିଆ ସିନେମାରେ ନିଜ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ସେ ହେଲେ ଅମ୍ରିତା। ତାଙ୍କୁ ଏଭଳି ବ୍ରେକ୍‌ ଦେଇଛନ୍ତି ପ୍ରଯୋଜକ...

ଝିଅବିଦା ପୂର୍ବରୁ ବରଙ୍କୁ ହେଲମେଟ୍‌ ପିନ୍ଧାଇଲେ କନ୍ୟା

ମିରଟ,୧।୭: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଏବେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯାଇଛି। ରାସ୍ତାରେ ଗାଡ଼ି ଚଳାଇବା ସମୟରେ ହେଲମେଟ୍‌ ପିନ୍ଧିବାକୁ ସରକାର...

୭୦ ପିଲାଙ୍କୁ ଟିକା ଖୁଆଇଥିବା ମହିଳା କରୋନା ପଜିଟିଭ୍‌, ଗାଁରେ ଆତଙ୍କ

ଭୋପାଳ,୨୯।୭: ମଧ୍ୟପ୍ରଦେଶର ଖରଗୋନରେ ୭୦ ପିଲାଙ୍କୁ ଟିକା ଖୁଆଇବାକୁ ଦେଇଥିବା ମହିଳା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସ୍ବାସ୍ଥ୍ୟ ବିଭାଗ ଏକ ଟିମ୍‌ ୫ ବର୍ଷରର...

ବାଲ୍‌ ଠାକ୍‌ରେଙ୍କ ଶ୍ରାଦ୍ଧବାର୍ଷିକୀରେ ରାଜନୀତି

ମୁମ୍ବାଇ,୧୮ା୧୧(ପି.ଟି.): ଶିବସେନା ପ୍ରତିଷ୍ଠାତା ବାଲ୍‌ ଠାକ୍‌ରେଙ୍କ ସପ୍ତମ ଶ୍ରାଦ୍ଧବାର୍ଷିକୀରେ ରବିବାର ଉଭୟ ଭାଜପା ଓ ଶିବସେନା ନେତାମାନେ ଶିବାଜୀ ପାର୍କ ଯାଇ ତାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି...

ଉନ୍ନାଓ ଘଟଣାରେ ମର୍ମାହତ ମହିଳା ନିଜ ଝିଅ ଉପରେ ଢାଳିଲେ ପେଟ୍ରୋଲ: ଅବସ୍ଥା ଗୁରୁତର

ନୂଆଦିଲ୍ଲୀ,୭।୧୨: ଉନ୍ନାଓ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ବିରୋଧ କରୁଥିବା ଜଣେ ମହିଳା ସଫ୍‌ଦରଜଙ୍ଗ ହସ୍ପିଟାଲ ସାମ୍ନାରେ ନିଜ ୬ ବର୍ଷର ଝିଅ ଉପରେ ପେଟ୍ରୋଲ...

କାଶୀ-ମହାକାଳ ଏକ୍ସପ୍ରେସ ଟ୍ରେନ୍‌ରେ ମନ୍ଦିରକୁ ନେଇ ଆରମ୍ଭ ହେଲା ରାଜନୀତି

ବାରାଣସୀ,୧୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ରବିବାର ବାରାଣସୀରୁ କାଶୀ-ମହାକାଳ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ହେବା ପରେ ଏବେ ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି।...

ଆଉ ହେବନି ଲକ୍‌ଡାଉନ୍‌: ଆବଶ୍ୟକ ପଡ଼ିଲେ ବଜାର ରହିବ ବନ୍ଦ

ନୂଆଦିଲ୍ଲୀ,୧୮।୧୧: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ପର୍ଯ୍ୟାୟ ଜାରି ରହିଛି। ଏପରିସ୍ଥଳେ ଲକ୍‌ ଡାଉନ୍‌ ଜାରି ହେବ କି ନାହିଁ ସେନେଇ ନାନା କଳ୍ପନା...

ଇଣ୍ଡିଆନ୍‌ ଆଇଡଲ୍‌ ୧୧ରେ ଓଡିଆ ଝିଅ ଚେଲ୍‌ସି

ଭୁବନେଶ୍ୱର:ପୁଣି ଜାତୀୟସ୍ତରୀୟ ରିଆଲିଟି ଶୋ’ରେ ଆସିବେ ଓଡ଼ିଆ ଝିଅ ଚେଲ୍‌ସି ବେଉରା। ସୋନି ଟିଭି ପକ୍ଷରୁ ପ୍ରସାରିତ ଇଣ୍ଡିଆନ୍‌ ଆଇଡଲ୍‌-୧୧ରେ ଚେଲ୍‌ସି ଭାଗ ନେଇଛନ୍ତି। ଏହି...


Coronavirus Update

Archives

Model This Week

Why Dharitri