ଟ୍ରେନ୍‌ ଦୁର୍ଘଟଣାରେ ଚାଲିଗଲେ ହାସ୍ୟ ଅଭିନେତା ଗୁଡୁଙ୍କ ମା’

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଗୁରୁବାର ଏକ ଟ୍ରେନ୍‌ ଦୁର୍ଘଟଣାରେ ହାସ୍ୟ ଅଭିନେତା ଗୁଡୁଙ୍କ ମା’ଙ୍କର ଦେହାନ୍ତ ହୋଇଛି। ଯାଜପୁର ଜିଲା ଯଖପୁରା ରେଳ ଷ୍ଟେଶନରେ ଟ୍ରେନ୍‌ ଚଢୁଥିବା ସମୟରେ ତାଙ୍କ ଗୋଡ଼ ଖସି ଯାଇଥିଲା। ଫଳରେ ସେ ଟ୍ରେନ୍‌ ଲାଇନ୍‌ ତଳକୁ ଖସି ପଡ଼ିଥିଲେ। ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଦାନଗଦୀ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର କହିଛନ୍ତି।

ସୂଚନାଯୋଗ୍ୟ, କିଛିଦିନ ତଳେ ଗୁଡୁଙ୍କର ବିବାହ ହୋଇଥିଲା। ଭୋଜି ପାଇଁ ମା-ଝିଅ କେନ୍ଦୁଝର ଫେରୁଥିବା ବେଳେ ଏହି ଅଘଟଣ ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଣ୍ଣବଙ୍କ ସପକ୍ଷରେ ବାହାରିଲେ ବଲିଉଡ୍‌ର କୁଇନ୍‌: କହିଲେ ଏଭଳି

ବମ୍ବେ: ପୁଣି ଥରେ ଚର୍ଚ୍ଚାରେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ରିପବ୍ଲିକ ଟିଭି ଏଡିଟର-ଇନ-ଚିଫ୍‌ ଅର୍ଣ୍ଣବ ଗୋସ୍ବାମୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିବାକୁ ପ୍ରତିବାଦ କରିଛନ୍ତି ସେ।...

୨ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୮ା୭(ଡି.ଏନ୍‌.ଏ.): ମାଲକାନଗିରି ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ଅଭୟ ଆସିଥିବା ବେଳେ ଏନେଇ ତେମୁରପାଲିଠାରେ ବିଏସ୍‌ଏଫ୍‌ କ୍ୟାମ୍ପର ମାଓବାଦୀଙ୍କ ସ୍ଥିତି ନେଇ ସମୀକ୍ଷା କରିଛନ୍ତି। ତାଙ୍କ ଗସ୍ତ...

ଚାନ୍ଦିପୁର ଡିଆରଡିଓର ଗୁପ୍ତ ତଥ୍ୟ ଲିକ୍‌

ବାଲେଶ୍ୱର ଅଫିସ, ୧୪।୯: ପାକିସ୍ତାନୀ ଗୋଇନ୍ଦା ସଂସ୍ଥା(ଆଇଏସ୍‌ଆଇ)କୁ ଯୋଗାଇ ଦେଉଥିଲେ ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ। ମୁଖ୍ୟତଃ...

ସାରଥୀଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୨୨।୭: କେନ୍ଦ୍ରାପଡ଼ା ଜିଲା ବାରିମୂଳ ଆଶ୍ରମର ପ୍ରତିଷ୍ଠାତା ସନ୍ତୋସ ରାଉଳ ଓରଫ ସାରଥୀଙ୍କୁ ସୋମବାର ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ...

ଲଘୁଚାପ: ଉପକୂଳରେ କୋହଲା ପାଗ, ବର୍ଷା

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାଛଡା ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌...

ପ୍ରକଳ୍ପ ପାଇଁ ସିଧା କିଣାଯିବ ଜମି

ଯାଜପୁର ଅଫିସ,୧୩ା୬: ଜମି ଅଧିଗ୍ରହଣରେ ତପତ୍ରତା ଅଭାବରୁ ରାଜ୍ୟରେ ଏକାଧିକ ନୂଆ ରେଳ ଲାଇନ ଏବଂ ସମ୍ପ୍ରସାରଣ ପ୍ରକଳ୍ପର ଅଗ୍ରଗତି ନୈରାଶ୍ୟଜନକ ରହିଛି। ସେଥିମଧ୍ୟରୁ ଯାଜପୁର,...

ସମସ୍ୟାରେ ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ

ପାରାଦୀପ,୨୮ା୧୧(ସ୍ବ.ପ୍ର.): ଯୁବତୀ ଓ ମହିଳାମାନଙ୍କୁ ସବୁ କ୍ଷେତ୍ରରେ ଅଗ୍ରାଧିକାର ଦେବା ପାଇଁ ସରକାର ବିଭିନ୍ନ କ୍ଷେତ୍ରରେ ସଂରକ୍ଷଣ ଆଇନ ଲାଗୁ କରୁଛନ୍ତି। କିନ୍ତୁ ରାଜ୍ୟରେ ଏମିତି...

ସୋନମଙ୍କ ଘରୁ ଚୋରି କରିଥିଲେ ନର୍ସ; ଧିରେ ଧିରେ କରି ନେଇଯାଇଥିଲେ ଅଢ଼େଇ କୋଟି

ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ସୋନମ କପୁରଙ୍କ ଶାଶୁଘରୁ ଅଢ଼େଇ କୋଟି ଟଙ୍କାର ସୁନା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଏବେ ଧରାପଡିଛନ୍ତି...

Advertisement
Archives

Model This Week