ଟ୍ରେନ୍‌ ଦୁର୍ଘଟଣାରେ ଚାଲିଗଲେ ହାସ୍ୟ ଅଭିନେତା ଗୁଡୁଙ୍କ ମା’

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଗୁରୁବାର ଏକ ଟ୍ରେନ୍‌ ଦୁର୍ଘଟଣାରେ ହାସ୍ୟ ଅଭିନେତା ଗୁଡୁଙ୍କ ମା’ଙ୍କର ଦେହାନ୍ତ ହୋଇଛି। ଯାଜପୁର ଜିଲା ଯଖପୁରା ରେଳ ଷ୍ଟେଶନରେ ଟ୍ରେନ୍‌ ଚଢୁଥିବା ସମୟରେ ତାଙ୍କ ଗୋଡ଼ ଖସି ଯାଇଥିଲା। ଫଳରେ ସେ ଟ୍ରେନ୍‌ ଲାଇନ୍‌ ତଳକୁ ଖସି ପଡ଼ିଥିଲେ। ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଦାନଗଦୀ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର କହିଛନ୍ତି।

ସୂଚନାଯୋଗ୍ୟ, କିଛିଦିନ ତଳେ ଗୁଡୁଙ୍କର ବିବାହ ହୋଇଥିଲା। ଭୋଜି ପାଇଁ ମା-ଝିଅ କେନ୍ଦୁଝର ଫେରୁଥିବା ବେଳେ ଏହି ଅଘଟଣ ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଫଳ ଅଭିନେତା ହେବାର ଲକ୍ଷ୍ୟ

ତୁଳସୀ ଦୁଇପତ୍ରରୁ ବାସିଲା ପରି ତାଙ୍କ ପ୍ରତିଭାର ବିକାଶ ହୋଇଥିଲା ପିଲାଦିନୁ। ମଞ୍ଚ ନାଟକ ପ୍ରତି ଥିବା ତାଙ୍କର ଦୁର୍ବଳତା ବୟସ ବଢିବା ସହିତ ଏକ...

ଏହି ଅଭିନେତାଙ୍କୁ ‘ପାପାଜୀ’ ଡାକନ୍ତି ସ୍ତ୍ରୀ

ଅଭିନେତା ତଥା ମଡେଲ ମିଲିନ୍ଦ ସୋମେନ୍‌ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। କେତେବେଳେ ସେ ନିଜ ଫିଟନେସ୍‌ ପାଇଁ ତ, ଆଉ କେତେବେଳେ ସ୍ତ୍ରୀ ଅଙ୍କିତା କୁଅଁରଙ୍କ...

ପ୍ରଭାସଙ୍କୁ ଡେଟ୍‌ କରୁଛନ୍ତି କି କ୍ରୀତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ରୀତି ସେନନଙ୍କ ଫିଲ୍ମ ‘ଭେଡିୟା’ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି। ଏହି ଚଳଚ୍ଚିତ୍ରରେ କ୍ରୀତି ବରୁଣ ଧାଓ୍ବନଙ୍କ ସହ ସ୍କ୍ରିନ ଶେୟାର କରିଥିବା...

କନିଷ୍ଠଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଦଶପଲ୍ଲା,୨୪ା୧୦ (ଡି.ଏନ.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବିଦ୍ୟୁତ୍‌ କାର୍ଯ୍ୟାଳୟ (ଫିଡ୍‌କୋ)ରେ କାର୍ଯ୍ୟରତ କନିଷ୍ଠଯନ୍ତ୍ରୀ ଦେବଦତ୍ତ ସ୍ବାଇଁଙ୍କ ଝୁଲନ୍ତା ମୃତଦେହ ବୁଧବାର ସେ ରହୁଥିବା ଭଡାଘରୁ ଉଦ୍ଧାର...

ଏପ୍ରିଲ ୧୫ ପର୍ଯ୍ୟନ୍ତ ବନ୍ଦ ରହିବ ହାଇକୋର୍ଟ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ସାରା ବିଶ୍ୱରେ ମହାମାରୀ କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ସଂଖ୍ୟା ଅହେତୁକ ଭାବେ ବଢ଼ୁଥିବା ପରିସ୍ଥିତିକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶରେ ୨୧...

ଟ୍ରେନ୍‌ ଧକ୍କାରେ ଗଲା ୩ ହାତୀଙ୍କ ଜୀବନ

ଯୋଡ଼ା/କେନ୍ଦୁଝର,୧୯ା୫(ଡି.ଏନ.ଏ/ସ୍ବ.ପ୍ର.): ଟ୍ରେନ ଧକ୍କାରେ ୩ ହାତୀଙ୍କ ଜୀବନ ଯାଇଛି। ଗୁରୁବାର ସନ୍ଧ୍ୟାରେ କେନ୍ଦୁଝର ଜିଲା ଯୋଡ଼ା ନିକଟବର୍ତ୍ତୀ ବେହେରା ହଟିଂ ନିକଟରେ ଏହି ଦୁର୍ଘଟଣା ଘଟିଥିଲା।...

ଖୋଲିଲା ବିଡିଏ ସିଟି ସେଣ୍ଟର: ଅନନ୍ୟ ଥିମ୍‌ ପାର୍କ କରିବ ବିଡିଏ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ଭୁବନେଶ୍ୱରର ଏକମାତ୍ର ଥିମ୍‌ ପାର୍କ ବିଡିଏ ସିଟି ସେଣ୍ଟର (ନିକୋ ପାର୍କ)କୁ ନେଇ ବହୁତ୍‌ କିଛି ଯୋଜନା ରହିଛି। ପାଖାପାଖି ୫୦ କୋଟି...

ଟ୍ରେନ୍‌ ଧକ୍କାରେ ମା’, ଝିଅ ମୃତ

ଯାଜପୁର ରୋଡ୍‌,୨୩।୧୧(ଡି.ଏନ୍‌.ଏ.): ଯାଜପୁର କେନ୍ଦୁଝର ରୋଡ୍‌ ରେଳ ଷ୍ଟେଶନ ନିକଟ ଅହମ୍ମଦନଗର ନିକଟରେ ଶନିବାର ହାଓ୍ବଡା-ପୁରୀ ପାସେଞ୍ଜର ଟ୍ରେନ୍‌ ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକ...

Advertisement
Archives

Model This Week