ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର ଆଉ ମୁଁ ତୁମର ଶତ୍ରୁ। ଖୁସିରେ ରୁହ। କିଛି ଏଭଳି କ୍ୟାପଶନ ସହ ଫଟୋ ପୋଷ୍ଟ କରିଛନ୍ତି ଗୁଲୁଆ। ଫଟୋଟି ଉଭୟ ବର୍ଷା ଏବଂ ତାଙ୍କୁ ଏକ ରୋମାଣ୍ଟିକ ଖୁସିର ମୂହୁର୍ତ୍ତ ରହିଛି। ପୋଷ୍ଟରେ ଉଭୟଙ୍କ ପ୍ରଶଂସକ ପ୍ରତିକ୍ରିୟା ରଖୁଛନ୍ତି।

ପ୍ରାୟ ୮ବର୍ଷର ପ୍ରେମ ସମ୍ପର୍କ ପରେ ୨୦୨୩ ଡିସେମ୍ବର ମାସରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ବର୍ଷା ଓ ଗୁଲୁଆ। ତେବେ ବିବାହ ପରେ ମଧ୍ୟଗୁଲୁଆଙ୍କ ଅନେକ ଝିଅଙ୍କ ସହ ସମ୍ପର୍କ ଥିଲା ବୋଲି ବର୍ଷା ଅଭିଯୋଗ ଆଣିଛନ୍ତି। ପରକୀୟା ପ୍ରୀତି ଯୋଗୁ ହସଖୁସିରେ ଥିବା ପରିବାର ଏବେ ଭାଙ୍ଗିବାକୁ ଯାଉଥିବା ଅଭିଯୋଗ କରିଛନ୍ତି ବର୍ଷା। ସେପଟେ ଗୁଲୁଆଙ୍କ ଅଭିଯୋଗ ୫୦ଲକ୍ଷଟଙ୍କା ପାଇଁ ତାଙ୍କୁ ମାରିଦେବାକୁ ଧମକ ମିଳୁଛି।

ନିକଟରେ ଗୁଲୁଆ ଏକ ଭିଡିଓ ପୋଷ୍ଟ କରି  ସୋସିଆଲ ମିଡିଆରେ କାହିଁକି ବଦନାମ କରୁଛ, କୋର୍ଟ ଯାଅ। ସୋସିଆଲ ମିଡିଆରେ ବଦନାମ କରି ମୋ ଭାତହାଣ୍ଡି ବନ୍ଦ କରିବାକୁ ଚାହୁଁଛ। ମୋତେ ଯେତେ ବଦନାମ କଲଣି ମୋତେ ଆଉ ଝିଅ ମିଳିବେ ତ। ତମେ ସିନା ମୋଠାରୁ ଟଙ୍କା ନେଇ ନନ-ଓଡ଼ିଆ ଟୋକା ସହିତ ଫରେନରେ ସେଟେଲ ହେବ। ମୋ ଅବସ୍ଥା କ’ଣ ହେବ। ସେଟେଲ୍‌ ଯଦି ଟଙ୍କା ଦରକାର ଆଲୋଚନା ପାଇଁ ଆସ, ମିଡିଆରେ ସମାଧାନ ହେବନି। କୋର୍ଟରେ ଫଇସଲା ହେବ, ଯଦି ମୁଁ ଦୋଷୀ ମୋତେ ଦଣ୍ଡ ମିଳିବ। ଯଦି ତୁମେ ମୋ ସହ ରହିବାକୁ ଚାହୁଁଛ, ମୁଁ ସ୍ବାଗତ କରିବି। ପୂର୍ବ କଥା ସବୁ ଭୁଲି ମୁଁ ତୁମକୁ ଗ୍ରହଣ କରିବି। ଯଦି ଡିଭୋର୍ସ ନେବାକୁ ଚାହୁଁଛ ଭଲରେ ଅଲଗା ହୋଇଯିବା। ମୁଁ ଏବେ ଡିପ୍ରେସନରେ ଅଛି। ମୋ ବୋଉ ଦେହ ଖରାପ ହୋଇଗଲାଣି। ମୁଁ ଖାଇପାରୁନି। ପ୍ଲିଜ୍‌ ଚାଲ କୋର୍ଟରେ କଥା ହେବା। ସମାଧାନ ବାହାର କରିବା ବୋଲି କହିଥିଲେ।

ପରେ ଏହାର ଜବାବ ଦେଇଥିଲେ ବର୍ଷା। ଗୁଲୁଆଙ୍କ ସମସ୍ତ ଦାବିକୁ ମିଛ ବୋଲି ଅନେକ ସିସିଟିଭି ଫୁଟେଜ ଏବଂ ଫଟୋ ଦେଖାଇଥିଲେ। ଏବେ ଏହାର କିଛି ଦିନ ପରେ ଗୁଲୁଆଙ୍କ ପୋଷ୍ଟ ପ୍ରଶଂସକଙ୍କ ମନରେ ଉତ୍କଣ୍ଠା ସୃଷ୍ଟି କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri