ଦ୍ୱିତୀୟ ଥର ବାପା ହେବା ପରେ ଟ୍ରୋଲ ହେଉଛନ୍ତି କପିଲ: ଲୋକେ କହୁଛନ୍ତି ଏପରି…

କମେଡି କିଙ୍ଗ୍‌ କପିଲ ଶର୍ମା ପୁଣି ଥରେ ବାପା ହୋଇଛନ୍ତି। ସ୍ତ୍ରୀ ଗିନ୍ନୀ ଚତରଥ ଆଜି ଅର୍ଥାତ୍‌ ଫେବୃଆରୀ ୧ରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ପୁୁଅ ହେବାର ଖୁସି ଖବର ନିଜେ କପିଲ ଟୁଇଟ୍‌କରି ପ୍ରଶଂସକଙ୍କୁ ଜଣାଇଛନ୍ତି। ସେ ଲେଖିଛନ୍ତି, ନମସ୍କାର, ଆଜି ସାକଳେ ଆମ ଘରକୁ ପୁତ୍ର ସନ୍ତାନ ଆସିଛି। ଭଗବାନଙ୍କ କୃପାରୁ ମା’ ପୁଅ ଉଭୟ ସୁସ୍ଥ ଅଛନ୍ତି। ଆପଣ ସମସ୍ତଙ୍କ ଭଲପାଇବା ପାଇଁ ଧନ୍ୟବାଦ ବୋଲି ଲେଖିଛନ୍ତି।
ସ୍ତ୍ରୀଙ୍କ ଗର୍ଭଧାରଣ ଯୋଗୁ କପିଲ ନିଜ ଶୋ’‘ଦ କପିଲ ଶର୍ମା ଶୋ’ ବନ୍ଦ କରିଦେଇଛନ୍ତି। ଏ ନେଇ ସେ ସୋସିଆଲ ମିଡିଆରେ ମଧ୍ୟ ଲେଖି ଜଣାଇଥିଲେ । ସେ କହିଥିଲେ, ସ୍ତ୍ରୀ ଗର୍ଭବତୀ ଅଛନ୍ତି । ଏହି ସମୟରେ ତାଙ୍କ ସହ ମୋର ରହିବା ଉଚିତ। ତେବେ ପୁଅ ଜନ୍ମ ହେବା ପରେ କପିଲଙ୍କୁ ସୋସିଆଲ ମିଡିଆରେ ଟ୍ରୋଲ କରାଯାଉଛି। ଲୋକେ କମେଣ୍ଟ ମଧ୍ୟ କରୁଛନ୍ତି।
କପିଲଙ୍କର ପୂର୍ବରୁ ବର୍ଷକର ଏକ ଝିଅ ଅନାୟରା ଅଛନ୍ତି। ତେଣୁ ଏହାକୁ ନେଇ ଲୋକେ ତାଙ୍କୁ ଟ୍ରୋଲ କରି କହୁଛନ୍ତି, ଏତେ ଜଲ୍‌ଦି ଦ୍ୱିତୀୟ ସନ୍ତାନର କ’ଣ ଆବଶ୍ୟକତା ଥିଲା ବୋଲି ଲୋକେ କହିଛନ୍ତି। ଏତେ ଜଦ୍‌ଲି ଦ୍ୱିତୀୟ ସନ୍ତାନ କାହିଁକି ଜନ୍ମ ଦେଲ ବୋଲି ଲୋକେ ତାଙ୍କୁ ପ୍ରଶ୍ନ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?