ହାସ୍ୟାଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ: ଜାଣନ୍ତୁ କାହାକୁ କରିବେ ବିବାହ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ହାସ୍ୟାଭିନେତା ପ୍ରଜ୍ଞା ରଞ୍ଜନ ଖଟୁଆ ନିଜ ନିର୍ବନ୍ଧକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ସେ ସିନେମା, ଟେଲିଭିଜନ ଏବଂ ୟୁଟ୍ୟୁବ୍‌ରେ ଲୋକଙ୍କୁ ହସାଇବାରେ କୌଣସି ମୋଉକା ଛାଡନ୍ତି ନାହିଁ। ସୋସିଆଲ ମିଡିଆରେ ତାଙ୍କ ଏକ ଫଟୋ ଏବଂ ରିଙ୍ଗ ସେରିମନି କେକ୍‌ କଟା ଭିଡିଓ ଭାଇରାଲ ହେଉଛି । ଯେଉଁଥିରେ ଅଭିନେତ୍ରୀ ସୁନନ୍ଦା, ଅଭିନେତା ତଥା ପ୍ରଜ୍ଞାଙ୍କ ସାଙ୍ଗ ଶଙ୍କର ଏବଂ ପ୍ରଜ୍ଞା ନିଜେ ଅଛନ୍ତି । ପଛରେ ରିଙ୍ଗ ସେରିମନି ପୋଷ୍ଟର୍‌ ମରାଯାଇଛି ।
ଗତକାଲି ପ୍ରଜ୍ଞାଙ୍କ ନିର୍ବନ୍ଧ ସରିଥିଲା ବେଳେ ଖୁବ୍‌ଶୀଘ୍ର ବିବାହ କରିବାକୁ ଯାଉଥିବା ଜଣାପଡ଼ିଛି। ଏପରିକି ନୂଆବର୍ଷରେ ଦର୍ଶକଙ୍କୁ ବାର୍ତ୍ତା ଦେବା ଅବସରରେ ଶଙ୍କର କହିଥିଲେ, ମୋ ସାଙ୍ଗ ଚଳିତ ବର୍ଷ ବିବାହ କରିବାକୁ ଯାଉଛି । ଭଗବାନ ତା’ର ଆଗାମୀ ଜୀବନ ସୁଖମୟ କରନ୍ତୁ । ଯଦି ଏସବୁ କଥା ସତ ହୋଇଥାଏ ତେବେ ପ୍ରଜ୍ଞା ତାଙ୍କର ପୁରୁଣା ବନ୍ଧୁ ସୁନନ୍ଦାଙ୍କୁ ବିବାହ କରିବେ । ଉଭୟେ ସଙ୍ଗୀତ ମହାବିଦ୍ୟାଳୟରେ ଅଧ୍ୟୟନ କରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ

ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍‌ସିପ ଅଞ୍ଚଳରେ ଥିବା ଏକ…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

ପଦକ ଜିତିବାର ଉତ୍ସାହଜନକ ଖବରଠାରୁ ପ୍ରଧାନମନ୍ତ୍ରୀଙ୍କ ଫୋନ କଲ ପର୍ଯ୍ୟନ୍ତ… ମୋଦି ସାଜିଥିଲେ ଖେଳାଳିମାନଙ୍କର ସବୁଠାରୁ ବଡ଼ ‘Cheerleader’

ନୂଆଦିଲ୍ଲୀ,୧୭।୯: ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମିତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ସମ୍ପର୍କ…

ଗୁଣିଗାରେଡି ସନ୍ଦେହରେ ବାପପୁଅଙ୍କୁ ହତ୍ୟା ମାମଲା, ୧୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି,୧୭ା୯(ଗିରିଧାରୀ ପରିଛା): ଗୁଣିଗାରେଡି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା ମାମଲାରେ ପାରଳାଖେମୁଣ୍ଡି ଏଡିଜେ କୋର୍ଟ ୧୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି । ୨୦୨୧ ମସିହାରେ ଅଡବା…

ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର? ଜାଣନ୍ତୁ କାହିଁକି ହେଉଛି ଏମିତି ଚର୍ଚ୍ଚା

ପାଟନା,୧୭।୯: ବିହାର ରାଜନୀତିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଜଡ଼ିତ ମେଣ୍ଟ ପରିବର୍ତ୍ତନର ସମ୍ଭାବନାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର୍‌ ଧରିଛି। ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)…

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?