ସୁଧୁରୁଛି କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୧୬।୮: ଲୋକପ୍ରିୟ କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥାବସ୍ଥାରେ ଧୀରେ ଧୀରେ ସୁଧାର ଆସୁଛି। ମଙ୍ଗଳବାର ଏନେଇ ତାଙ୍କ ବ୍ୟକ୍ତିଗତ ସଚିବ ଗର୍ବିତ ନାରଙ୍ଗ ସୂଚନା ଦେଇଛନ୍ତି। ଏଥିସହ ସେ କହିଛନ୍ତି, ସମସ୍ତେ ରାଜୁଙ୍କ ଶୀଘ୍ର ଆଶୁ ଆରୋଗ୍ୟ କାମନା କରୁଛନ୍ତି। ସେ ଶୀଘ୍ର ସୁସ୍ଥ ହୋଇଯିବେ। ନିକଟରେ ତାଙ୍କର ଏମ୍‌ଆରଆଇ ପରୀକ୍ଷା କରାଯାଇଥିଲା। ଆସିଥିବା ରିପୋର୍ଟରୁ ଜଣାପଡ଼ିଛି ଯେ, ରାଜୁଙ୍କ ମୁଣ୍ଡରେ କୌଣସି ଏକ ଶିର ଦବିଯାଇଛି। ଅନ୍ୟପକ୍ଷେ ତାଙ୍କ ହୃଦୟ ସଠିକ୍‌ ଭାବେ କାମ କରୁଥିବା ନେଇ ନାରଙ୍ଗ କହିଛନ୍ତି। ସୂଚନାଯୋଗ୍ୟ, ହୃଦ୍‌ଘାତ ହେବା ପରଠାରୁ ରାଜୁଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୭ଦିନ ପରେ ବି ତାଙ୍କର ଚେତା ଫେରି ନ ଥିବା ବେଳେ ସ୍ବାସ୍ଥ୍ୟାବସ୍ଥାରେ ଧୀରେ ଧୀରେ ସୁଧାର ଆସୁଛି ବୋଲି ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି। ବର୍ତ୍ତମାନ ସେ ଭେଣ୍ଟିଲେଟରରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥରିଲା ଅରୁଣାଚଳ ପ୍ରଦେଶ

ଇଟାନଗର,୧୦।୧୧: ଗୁରୁବାର ଅରୁଣାଚଳ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୭ରେ ମାପ କରାଯାଇଥିଲା। ଭୂକମ୍ପ ଯୋଗୁ ନାଗାଲାଣ୍ଡ ପର୍ଯ୍ୟନ୍ତ...

‘ଇଣ୍ଡିଆନ୍‌ ଆଇଡଲ୍‌ ୧୩’ ର ବାସ୍ତବିକତା: ଶୋ’ରୁ ବାଦ୍‌ ପଡ଼ିବା ପରେ ରିତୋ କହିଲେ…

ବମ୍ବେ: ବିବାଦରେ ଟେଲି ପରଦାର ସବୁଠାରୁ ବଡ଼ ଏବଂ ହିଟ୍‌ ସିଂଙ୍ଗିଂ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ ୧୩। ଚଳିତ ବର୍ଷ ଏହାର ଅଡିଶନ୍‌ ରାଉଣ୍ଡରେ...

ସ୍ଥିତି ନ ସୁଧୁରିଲେ ପଶ୍ଚିମବଙ୍ଗରେ ଜାରି ହୋଇପାରେ ରାଷ୍ଟ୍ରପତି ଶାସନ: ବିଜୟବର୍ଗୀୟ

କୋଲକତା,୧୦।୬: ପଶ୍ଚିମବଙ୍ଗର ରାଜନୈତିକ ହିଂସା ନେଇ ଏବେ ଜାତୀୟ ରାଜନୀତି ସରଗରମ ହେବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟପାଳ କେଶରୀନାଥ ତ୍ରିପାଠୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ...

ଓ୍ବାଘା ବର୍ଡରରେ ସୋନାଲି

ମୁମ୍ବାଇ: ଏଥର ନୂଆବର୍ଷକୁ କିଏ କେତେ ଢଙ୍ଗରେ ପାଳନ କରିଛନ୍ତି। ବିଶେଷ ଭାବେ ବଲିଉଡ୍‌ ସେଲିବ୍ରିଟିମାନେ ଭିନ୍ନ ଭିନ୍ନ ସ୍ଥାନରେ ଯାଇ ନୂଆବର୍ଷ ପାଳନ କରିଥିବାର...

ଆନ୍ଦୋଳନ ସ୍ଥଳରେ ପକ୍କା ଘର ନିର୍ମାଣ କରି ଅଡୁଆରେ କୃଷକ

ନୂଆଦିଲ୍ଲୀ,୧୪ ।୩: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ବିଭିନ୍ନ ରାଜ୍ୟର କୃଷକମାନେ ୧୦୦ ଦିନରୁ ଊର୍ଦ୍ଧ୍ୱ ସମୟ ହେଲା...

ଏହି ଦିନ ଓଟିଟିରେ ରିଲିଜ ହେବ ଶାହାରୁଖଙ୍କ ଫିଲ୍ମ ‘ପଠାନ’

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାନ୍‌ଙ୍କ ଫିଲ୍ମ ‘ପଠାନ’ ବକ୍ସ ଅଫିସରେ ରେକର୍ଡ ସଂଖ୍ୟକ ଆୟ କରିବା ପରେ ଏବେ ଓଟିଟିରେ ଧମାକା କରିବାକୁ ପ୍ରସ୍ତୁତ...

ମାର୍ଚ୍ଚ ୩୧ ଯାଏ ବଢ଼ିଲା ଗାଡ଼ି କାଗଜପତ୍ର ବୈଧତା

ନୂଆଦିଲ୍ଲୀ, ୨୭।୧୨ -ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌), ଆର୍‌ସି, ପର୍‌ମିଟ, ଫିଟ୍‌ନେସ୍‌ ସାର୍ଟିଫିକେଟ ଆଦି ଗାଡ଼ି କାଗଜପତ୍ରର ବୈଧତାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁମାନଙ୍କର...

‘ କୋଭିଡ୍‌-୧୯ର ଦ୍ୱିତୀୟ ଲହର ପାଇଁ ପ୍ରଧାନମନ୍ତ୍ରୀ ଦାୟୀ ’

ନୂଆଦିଲ୍ଲୀ,୨୮।୫: କୋଭିଡ୍‌-୧୯ର ଦ୍ୱିତୀୟ ଲହର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାୟୀ। ଆଉ ଦେଶରେ ଯେଉଁ ଗତିରେ ଟିକାକରଣ ଚାଲିଛି, ବିଭିନ୍ନ ପର୍ଯ୍ୟାୟରେ କରୋନା ସଂକ୍ରମଣ...

Advertisement
Archives

Model This Week