୧୫ ଦିନ ପରେ ରାଜୁ ଶ୍ରୀବାସ୍ତବଙ୍କ ଚେତା ଫେରିଲା

ନୂଆଦିଲ୍ଲୀ,୨୫।୮: ପ୍ରସିଦ୍ଧ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ୧୫ ଦିନ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ରାଜୁଙ୍କ ଚେତା ଶେଷରେ ଫେରିଛି। ଚେତନା ଫେରି ପାଇଛନ୍ତି। ତାଙ୍କ ବ୍ୟକ୍ତିଗତ ସଚିବ ଅଜିତ ସକ୍ସେନା କହିଛନ୍ତି- ରାଜୁ ଶ୍ରୀବାସ୍ତବଙ୍କ ସକାଳ ୮.୧୦ରେ ଚେତା ଫେରିଥିଲା। ଏହା ପରେ ଡାକ୍ତରୀ ଟିମ ୯ଟାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିଥିଲେ।
ଅଗଷ୍ଟ ୧୦ରେ, ସକାଳ ପ୍ରାୟ ୧୧ଟା ସମୟରେ ରାଜୁ ଶ୍ରୀବାସ୍ତବ ଦକ୍ଷିଣ ମୁମ୍ବାଇର ଏକ ଜିମରେ ଟ୍ରେଡ ମିଲରେ ବୁଲୁଥିବା ସମୟରେ ହୃଦଘାତରେ ଆକ୍ରାନ୍ତ ହୋଇଥିଲେ। ଚେତାଶୂନ୍ୟ ଅବସ୍ଥାରେ ତୁରନ୍ତ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଲେ।
ରାଜୁ ଶ୍ରୀବାସ୍ତବ ଦେଶର ଜଣେ ଜଣାଶୁଣା ହାସ୍ୟ ଅଭିନେତା। ସେ ଅନେକ ଲୋକପ୍ରିୟ ଟିଭି ଶୋ’ରେ ମଧ୍ୟ ଅଂଶଗ୍ରହଣ କରିଛନ୍ତି। ରାଜୁ ମଧ୍ୟ ଉତ୍ତରପ୍ରଦେଶ ଚଳଚ୍ଚିତ୍ର ବିକାଶ ପରିଷଦର ଚେୟାରମ୍ୟାନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀରକୁ ମିଳିବ ରାଜ୍ୟ ମାନ୍ୟତା

ଶ୍ରୀନଗର, ୨୪।୧୦: ଜମ୍ମୁ-କଶ୍ମୀରରେ ନିର୍ବାଚନ ମଣ୍ଡଳୀଗୁଡ଼ିକର ସୀମା ପୁନଃ ନିର୍ଦ୍ଧାରଣ କରାଯିବା ପରେ ନିର୍ବାଚନ ଅନୁଷ୍ଠିତ ହେବ। ଏହା ପରେ ଉକ୍ତ କେନ୍ଦ୍ରଶାସିତ ଅଞ୍ଚଳକୁ ରାଜ୍ୟ...

ସୁଧୁରୁନି ପୂର୍ବତନ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୧୪।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସୁନାହିଁ। ଦିଲ୍ଲୀ ସ୍ଥିତ ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ ପକ୍ଷରୁ ଶୁକ୍ରବାର ହେଲଥ୍‌...

ଇ-ଟିକେଟ ରାକେଟ୍‌ର ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୨୨।୧: ଅନ୍ତର୍ଜାତୀୟ ଇ-ଟିକେଟ୍‌ ରାକେଟ୍‌ର ପର୍ଦ୍ଦାଫାଶ୍‌ ହୋଇଛି। ଏହାର ଚେର ପାକିସ୍ତାନ, ବାଂଲାଦେଶ, ଦୁବାଇ ପ୍ରମୁଖ ଦେଶକୁ ଲମ୍ବିଛି। ଆର୍‌ପିଏଫ୍‌ ପକ୍ଷରୁ ଝାଡ଼ଖଣ୍ଡର ଗୁଲାମ ମୁସ୍ତାଫା...

ଆଫଗାନିସ୍ତାନରୁ ଆସୁଥିଲା ୯ ହଜାର କୋଟି ଟଙ୍କାର ହେରୋଇନ୍‌

ଅହମଦାବାଦ,୧୯।୯: ଗୁଜରାଟର ମୁନ୍ଦ୍ରା ବନ୍ଦରରୁ ରାଜସ୍ବ ଗୋଇନ୍ଦା ବିଭାଗ (ଡିଆର୍‌ଆଇ) ୯ ହଜାର କୋଟି ଟଙ୍କା ମୂଲ୍ୟର ହେରୋଇନ ଜବତ କରିଛି। ଏହି ନିଶାଦ୍ରବ୍ୟ ଆଫଗାନିସ୍ତାନରୁ...

କରମବୀର ସିଂହ ହେଲେ ନୌସେନା ମୁଖ୍ୟ: କହିଲେ, ଭାରତୀୟ ସେନା ହେବ ଆହୁରି ଶକ୍ତିଶାଳୀ

ନୂଆଦିଲ୍ଲୀ, ୩୧।୫: ଆଡମିରାଲ କରମବୀର ସିଂହ ଭାରତୀୟ ନୌସେନାର ୨୪ତମ ମୁଖ୍ୟ ଭାବେ ଦାୟିତ୍ୱ ନେଇଛନ୍ତି। ଆଡମିରାଲ ସୁନୀଲ ଲାମ୍ବାଙ୍କ ସ୍ଥାନ ନେଇଛନ୍ତି କରମବୀର। ମେ...

ଶୈଳଜାଙ୍କ ସ୍ଥାନ ନେବେ ବୀଣା

କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ଙ୍କ କ୍ୟାବିନେଟ୍‌ରେ ମଙ୍ଗଳବାର ସାମିଲ ହୋଇଥିବା କମ୍ୟୁନିଷ୍ଟ ପାର୍ଟିର ବିଧାୟକ ବୀଣା ଜର୍ଜ ସ୍ବାସ୍ଥ୍ୟମନ୍ତ୍ରୀ ହୋଇପାରନ୍ତି। ବିଦାୟୀ ସ୍ବାସ୍ଥ୍ୟମନ୍ତ୍ରୀ କେ. କେ....

ରାଜଧାନୀରେ ନୂଆ ନିୟମ, ଲାଉଡ୍‌ସ୍ପିକର ଲଗାଇଲେ ଜରିମାନା ଲକ୍ଷେ ଟଙ୍କା…

ନୂଆଦିଲ୍ଲୀ,୧୦।୭: ଧ୍ୱନି ପ୍ରଦୂଷଣ ନେଇ ରାଜଧାନୀ ଦିଲ୍ଲୀରେ ନୂଆ ନିୟମ ଜାରି ହୋଇଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଏସମ୍ପର୍କରେ ନିର୍ଦ୍ଦେଶ ଜାରି ହୋଇଛି।...

ବୁଦ୍ଧ ପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୫: ସାରା ବିଶ୍ୱରେ କରୋନା ମହାମାରୀ ଏବେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହି ଯୁଦ୍ଧରେ ଆଗଧାଡିର ଯୋଦ୍ଧାଙ୍କୁ ସାରା ବିଶ୍ୱ ସମ୍ମାନ କରୁଛି। ଏହି...

Advertisement
Archives

Model This Week