ଯାଜପୁର ଟାଉନ,୬ା୧ (ଡି.ଏନ.ଏ.): ଯାଜପୁର ଜିଲାର ଜଣେ ଜଣାଶୁଣା ହାସ୍ୟ ଅଭିନେତା ଦେବାଶିଷ ବୋଷ ଓରଫ ଶିବୁଦାଦାଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି ା ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲାା କେବଳ ଅଭିନୟ ନୁହେଁ ମଞ୍ଚ ସଜ୍ଜାଠାରୁ ଆରମ୍ଭ କରି ଚିତ୍ରନାଟ୍ୟ ଓ ନାଟକ ପରିଚାଳନା ଦିଗରେ ଶିବୁଦାଦା ବେଶ୍ ପାରଙ୍ଗମ ଥିଲେ। ଆହ୍ବାନ ନାଟ୍ୟ ଅନୁଷ୍ଠାନର ଏହି ବରିଷ୍ଠ କର୍ମକର୍ତ୍ତାଙ୍କ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା ବିଷ୍ଣୁଦତ୍ତ ଦଳାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ା ସମ୍ପାଦକ ବିଶ୍ୱଜିତ ସାହୁ, ଉପଦେଷ୍ଟା ପାଣ୍ଡବ ସାହୁ, ସଭ୍ୟ ଓମପ୍ରକାଶ ପଣ୍ଡା, ସତ୍ୟାନନ୍ଦ ନାୟକ, ଜୟଦେବ ରାଉତ ପ୍ରମୁଖ ଏଥିରେ ଯୋଗଦେଇ ଶିବୁଦାଦାଙ୍କ ବହୁମୁଖି ପ୍ରତିଭା ଓ ତାଙ୍କର ଅମାୟିକ ବ୍ୟବହାର ସମ୍ପର୍କରେ ଆଲୋକପାତ କରିଥିଲେ ା
Posted inଆମ ଜିଲା ଖବର, ଯାଜପୁର View All
ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…
ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ
ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍ ସ୍କୁଲ,…
ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!
ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…
ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ
ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର
ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…
ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….
କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…
ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….
କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…
ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି
ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…
Archives

