ହାସ୍ୟ ଅଭିନେତା ଶିବୁ ଦାଦାଙ୍କ ପରଲୋକ

ଯାଜପୁର ଟାଉନ,୬ା୧ (ଡି.ଏନ.ଏ.): ଯାଜପୁର ଜିଲାର ଜଣେ ଜଣାଶୁଣା ହାସ୍ୟ ଅଭିନେତା ଦେବାଶିଷ ବୋଷ ଓରଫ ଶିବୁଦାଦାଙ୍କ ମଙ୍ଗଳବାର ପରଲୋକ ହୋଇଯାଇଛି ା ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲାା କେବଳ ଅଭିନୟ ନୁହେଁ ମଞ୍ଚ ସଜ୍ଜାଠାରୁ ଆରମ୍ଭ କରି ଚିତ୍ରନାଟ୍ୟ ଓ ନାଟକ ପରିଚାଳନା ଦିଗରେ ଶିବୁଦାଦା ବେଶ୍‌ ପାରଙ୍ଗମ ଥିଲେ। ଆହ୍ବାନ ନାଟ୍ୟ ଅନୁଷ୍ଠାନର ଏହି ବରିଷ୍ଠ କର୍ମକର୍ତ୍ତାଙ୍କ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା ବିଷ୍ଣୁଦତ୍ତ ଦଳାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ା ସମ୍ପାଦକ ବିଶ୍ୱଜିତ ସାହୁ, ଉପଦେଷ୍ଟା ପାଣ୍ଡବ ସାହୁ, ସଭ୍ୟ ଓମପ୍ରକାଶ ପଣ୍ଡା, ସତ୍ୟାନନ୍ଦ ନାୟକ, ଜୟଦେବ ରାଉତ ପ୍ରମୁଖ ଏଥିରେ ଯୋଗଦେଇ ଶିବୁଦାଦାଙ୍କ ବହୁମୁଖି ପ୍ରତିଭା ଓ ତାଙ୍କର ଅମାୟିକ ବ୍ୟବହାର ସମ୍ପର୍କରେ ଆଲୋକପାତ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?