କମେଡିଆନ୍‌ ସୁନୀଲ ଗ୍ରୋଭର ହେଲେ ହିନ୍ଦୀ ଶିକ୍ଷକ

ଦିନକୁ ଦିନ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଏ ନେଇ ଗତ ମାର୍ଚ୍ଚ ମାସରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ତେଣୁ ଏହି ସମୟରେ ଶିକ୍ଷକମାନେ ପିଲାମାନଙ୍କର ଅନ୍‌ଲାଇନ୍‌ କ୍ଲାସ ନେଉଛନ୍ତି। ଏଭଳି ସମୟରେ ପିଲାମାନେ ଶିକ୍ଷକମାନଙ୍କୁ କିପରି ହଇରାଣ କରୁଛନ୍ତି ତାହାର ଅନେକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସେହିପରି ଗୁଥି ନାମରେ ଲୋକପ୍ରିୟ କମେଡି କଳାକାର ସୁନୀଲ ଗ୍ରୋଭର ଏବେ ଏକ ହାସ୍ୟାତ୍ମକ ଭିଡିଓକରି ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଭିଡିଓରେ ସୁନୀଲ ଉଭୟ ଶିକ୍ଷକ ଏବଂ ଛାତ୍ର ଚରିତ୍ରରେ ନଜର ଆସୁଛନ୍ତି। ଏଥିରେ ସେ ଛାତ୍ରରେ ହିନ୍ଦୀ କ୍ଲାସ ନେଉଛନ୍ତି। ତେବେ ଛାତ୍ର ଜଣଙ୍କ ତାଙ୍କ ସହ କିପରି ବଦ୍‌ମାସୀ କରୁଛି ତାହା ଭିଡିଓରେ ଦେଖିବାକୁ ମିଳୁଛି। ଏହି ଭିଡିଓଟିକୁ ଖୁବ୍‌ କମ୍‌ ସମୟ ମଧ୍ୟରେ ୩ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଦେଖିସାରିଲେଣି। ଭିଡିଓଟିକୁ ଅଭିନେତ୍ରୀ ନୀନା ଗୁପ୍ତା ଏବଂ ପୂର୍ବ ବିଶ୍ୱସୁନ୍ଦରୀ ନବନୀତ କୌର ମଧ୍ୟ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେଲିବ୍ରେଶନ ମୁଡ୍‌ରେ ‘କୁଲି ନଂ-୧’ ବରୁଣ

ମୁମ୍ବାଇ: ବରୁଣ ଧାଓ୍ବନ ଏବଂ ସାରା ଅଲି ଖାନ୍‌ଙ୍କ ଅପ୍‌କମିଂ ଫିଲ୍ମ ‘କୁଲି ନଂ-୧’ର ଶୁଟିଂ ଶେଷ ହୋଇଯାଇଛି। ଏହାପରେ ଏକଦମ୍‌ ସେଲିବ୍ରେଶନ ମୁଡ୍‌ରେ ଅଛନ୍ତି...

କରୋନା ସଙ୍କଟ ଯୋଗୁ ସ୍ଥଗିତ ହେଲା ଅଜୟଙ୍କ ଏହି ଫିଲ୍ମ: ଜାଣନ୍ତୁ କେବେ ହେବ ରିଲିଜ୍‌

ମୁମ୍ବାଇ: କରୋନା ଭାଇରସ୍‌ ଏଣ୍ଟରଟେନମେଣ୍ଟ ଇଣ୍ଡଷ୍ଟ୍ରିରେ ଏଭଳି ପ୍ରଭାବ ପକାଇଛି, ଯାହା ଦୀର୍ଘ ଦିନ ଧରି ଦେଖାଯିବ। କୋଟି କୋଟି ଟଙ୍କାର କ୍ଷତି ସହିଥିବା ଏଣ୍ଟରଟେନମେଣ୍ଟ...

ଅକ୍ଟୋବରରେ ରିଲିଜ୍‌ ହେବ ‘ଲୁଟ୍‌କେସ୍‌’

ମୁମ୍ବାଇ: ବଲିଉଡ୍‌ ଅଭିନେତା କୁନାଲ ଖେମୁ ଓ ଅଭିନେତ୍ରୀ ରସିକା ଦୁଗ୍ଗଲଙ୍କ ଫିଲ୍ମ ‘ଲୁଟ୍‌କେସ୍‌’ ଆସନ୍ତା ଅକ୍ଟୋବର ୧୧ରେ ରିଲିଜ୍‌ ହେବ ବୋଲି ସୂଚନା ମିଳିଛି।...

ପୂର୍ବ ପ୍ରେମିକ ହାର୍ଦ୍ଦିକଙ୍କ ସହ ସମ୍ପର୍କକୁ ନେଇ ଅଡ଼ୁଆରେ ଉର୍ବଶୀ, କହିଲେ ‘ମୋ ଛବିକୁ ଖରାପ କରା ନ ଯାଉ’

ମୁମ୍ବାଇ: ବଲିଉଡ ଅଭିନେତ୍ରୀଙ୍କ ସହ ଭାରତୀୟ କ୍ରିକେଟ ଖେଳାଳିଙ୍କ ନାମ ଯୋଡ଼ା ଯିବା ସାଧାରଣ କଥା। ମାତ୍ର ବେଳେବେଳେ ଏହା ଅଭିନେତ୍ରୀମାନଙ୍କ ବ୍ୟକ୍ତିଗତ ଜୀବନକୁ ପ୍ରଭାବିତ...

କୋରିଓଗ୍ରାଫର ଗଣେଶ ଆଚାର୍ଯ୍ୟଙ୍କ ନାଁରେ ଅଭିଯୋଗ

ମୁମ୍ବାଇ,୨୮।୧: କୋରିଓଗ୍ରାଫର ଗଣେଶ ଆଚାର୍ଯ୍ୟ ଏବେ ବିବାଦରେ ଫସିଯାଇଛନ୍ତି। ଅଶ୍ଳୀଳ ଭିଡିଓ ଦେଖାଇବା ଅଭିଯୋଗରେ ୩୩ ବର୍ଷୀୟ ମହିଳା ସହଯୋଗୀ କୋରିଓଗ୍ରାଫର ତାଙ୍କ ବିରୋଧରେ ମହାରାଷ୍ଟ୍ର...

ନିଜ ସମ୍ମାନ ନିଜେ ହରାଇଲେ ଅମିତାଭ ବଚ୍ଚନ: ଜାଣନ୍ତୁ କିପରି….

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ କରୋନା ଯୁଦ୍ଧରେ ବିଜୟ ହୋଇ ଘରକୁ ଫେରିଛନ୍ତି। ଘରକୁ ଆସିବା ପରେ ସେ ଚିକିତ୍ସୀତ ହେଉଥିବା ନାନାବତୀ ହସ୍ପିଟାଲର କର୍ମଚାରୀଙ୍କୁ...

ଚାରି ମାସରେ ୨୩ କିଗ୍ରା

ବଲିଉଡ୍‌ର ଖିଲାଡି ମାଷ୍ଟର ଭାବରେ ପରିଚିତ ଅକ୍ଷୟ କୁମାର ଅନେକ କଥା ପାଇଁ ଚର୍ଚ୍ଚାରେ ଥାଆନ୍ତି। ଥରେ ସେ ନିଜ ଓଜନ କମାଇବାକୁ ଚାହିଁଲେ। ଏ...

ଆସିଲା ‘ବାଲା’ର ନୂଆ କମେଡି ପୋଷ୍ଟର

ମୁମ୍ବାଇ: ଗତ କିଛିଦିନ ହେବ ଅଭିନେତା ଆୟୁଷ୍ମାନ ଖୁରାନଙ୍କ ଅଭିନୀତ ଫିଲ୍ମ ‘ବାଲା’ ଚର୍ଚ୍ଚାରେ ରହି ଆସିଛି। ଆସନ୍ତା ମାସରେ ଏହା ରିଲିଜ୍‌ ହେବାର ଯୋଜନା...

Coronavirus Update


Archives

Model This Week

Why Dharitri