କମେଡି କିଙ୍ଗ୍‌ ସୋସିଆଲ ମିଡ଼ିଆରେ ଅପଲୋଡ୍‌ କଲେ ୨୮ ବର୍ଷ ତଳର ପୁରୁଣା ଫଟୋ…

ମୁମ୍ବାଇ, ୨୭।୧ : ସେଲିବ୍ରିଟିମାନଙ୍କ ଜୀବନ ବିଷୟରେ ଜାଣିବା ପାଇଁ ପ୍ରଶଂସକମାନଙ୍କ ମଧ୍ୟରେ ସାଧାରଣତଃ ଉତ୍ସାହ ଦେଖିବାକୁ ମିଳିଥାଏ। ପ୍ରଶଂସକମାନେ ସେମାନଙ୍କର ପ୍ରିୟ ତାରକାଙ୍କ ଜୀବନଶୈଳୀ ବିଷୟରେ ଜାଣିବାକୁ ଆଗ୍ରହ ପ୍ରକାଶ କରିଥାନ୍ତି। ଏପରି ପରିସ୍ଥିତିରେ, ଯଦି ସେମାନଙ୍କର ପିଲାଦିନର ପୁରୁଣା ଫଟୋ ସୋସିଆଲ ମିଡ଼ିଆରେ ଦେଖିବାକୁ ମିଳେ ତେବେ ପ୍ରଂଶସକ ବେଶ୍‌ ଆନନ୍ଦିତ ହୋଇଥାନ୍ତି।

ଏବେ କମେଡି କିଙ୍ଗ କପିଲ ଶର୍ମାଙ୍କ ପିଲାଦିନର ଏକ ଫଟୋ ଇନଷ୍ଟାଗ୍ରାମ୍‌ରେ ଅପଲୋଡ୍‌ କରିଛନ୍ତି।

ଏହା ଭାଇରାଲ ହେବାରେ ଲାଗିଛି। ଫଟୋରେ କମେଡି କିଙ୍ଗଙ୍କୁ ତାଙ୍କ ଭାଇଙ୍କ ସହ ଦେଖିବାକୁ ମିଳୁଛି। କପିଲ ଫଟୋରେ ଟୋପି ପିନ୍ଧିଛନ୍ତି। କପିଲଙ୍କର ଏହା ଏକ ୨୮ ବର୍ଷ ପୁରୁଣା ଫଟୋ।

କପିଲ ନିକଟରେ ଏକ ସାକ୍ଷାତକାରରେ କହିଛନ୍ତି ଯେ ଏହି ଫଟୋ ଉଠାଇବା ସବମୟରେ ତାଙ୍କୁ ୧୦ ବର୍ଷ ବୟସ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri