Posted inଜାତୀୟ

ହାସ୍ୟ ଅଭିନେତା ମୁନୱାର ଫାରୁକିଙ୍କୁ ଜାମିନ

ଇନ୍ଦୋର,୫।୨: ହାସ୍ୟ ଅଭିନେତା ମୁନୱାର ଫାରୁକିଙ୍କୁ ଜାମିନ ମିଳିଛି। ହାଇକୋର୍ଟର ଇନ୍ଦୋର ବେଞ୍ଚରୁ ତାଙ୍କ ଜାମିନ ଆବେଦନ ପ୍ରତ୍ୟାଖ୍ୟାନ କରାଯିବା ପରେ ମୁନୱାର ସୁପ୍ରିମକୋର୍ଟ ଯାଇଥିଲେ। ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଥିଲେ। ସୂଚନାଯୋଗ୍ୟ, ମୁନୱାର ଫାରୁକି ହିନ୍ଦୁ ଦେବତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟ ନେତାଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଛି। ଏହା ପରେ ତାଙ୍କୁ ଗିରଫ କରାଯାଇଥିଲା। ଫାରୁକିଙ୍କୁ ଗତ ଏକ ମାସ ଧରି କେନ୍ଦ୍ରୀୟ ଜେଲରେ ରଖାଯାଇଥିଲା। ସେ ଇନ୍ଦୋର ଜିଲା କୋର୍ଟ ଏବଂ ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ। କିନ୍ତୁ ତାଙ୍କ ଜାମିନ ଆବେଦନ ଉଭୟ କୋର୍ଟରେ ପ୍ରତ୍ୟାଖ୍ୟାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ନେଇ ନ ଥିଲେ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଛୁଟି

ଚଣ୍ଡିଗଡ଼,୧୦।୯: ସେପ୍ଟେମ୍ବର ୧୫ ପରେ ପଞ୍ଜାବ ସରକାରଙ୍କ କୌଣସି କର୍ମଚାରୀ ଯଦି କୋଭିଡ୍‌ ଟିକାର ଗୋଟିଏ ଡୋଜ୍‌ ବି ନେଇ ନ ଥିବେ, ତେବେ ତାଙ୍କୁ...

ଭିଡ଼ିଓ କଲିଂରେ ବିବାହ: ବେଦୀରେ ବରକନ୍ୟା କିନ୍ତୁ ନ ଥିଲେ ପଣ୍ଡିତ…

ଅଜମେର,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଏବେ ବିବାହ ଅନ୍‌ଲାଇନ୍‌ରେ ହେଉଥିବା ଘଟଣା ଦେଖିବାକୁ...

ପାକିସ୍ତାନର ୨୦ଟି ୟୁଟ୍ୟୁବ ଚ୍ୟାନେଲ ଉପରେ ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୧ ।୧୨: କେନ୍ଦ୍ର ସରକାର ଭାରତ ବିରୋଧି ପ୍ରୋପାଗଣ୍ଡା ଓ ଫେକ ନ୍ୟୁଜ ପ୍ରଚାର ପ୍ରସାର କରୁଥିବା ଅଭିଯୋଗରେ ସୋମବାର ପାକିସ୍ତାନର ୨୦ଟି ୟୁଟ୍ୟୁବ ଚ୍ୟାନେଲ...

୪୭ ଜଣିଆ ଷ୍ଟିୟରିଂ କମିଟି ଗଢ଼ିଲେ ଖାର୍ଗେ

ନୂଆଦିଲ୍ଲୀ,୨୭ା୧୦: ନୂଆ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦାୟିତ୍ୱ ନେବା ପରେ ଏକ ୪୭ ଜଣିଆ ଷ୍ଟିୟରିଂ କମିଟି ଗଠନ କରିଛନ୍ତି। ଏଥିରେ ପୂର୍ବତନ...

ଜଷ୍ଟିସ୍‌ ମୁରଲୀଧରଙ୍କ ମାଡ୍ରାସ ହାଇକୋର୍ଟକୁ ବଦଳି ନେଇ ସୁପାରିସ

ନୂଆଦିଲ୍ଲୀ,୨୯ା୯: ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧର ମାଡ୍ରାସ ହାଇକୋର୍ଟକୁ ବଦଳି ହୋଇ ଯିବେ। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ୟୁ.ୟୁ. ଲଳିତଙ୍କ...

ଏମିତି ବିବାହରେ କେରଳ ସରକାର ଯୋଗାଇ ଦେବେ ଘର

ଥିରୁଭାନନ୍ତପୁରମ,୭।୩: କେରଳ ସରକାର ଏବେ ଇଣ୍ଟର-କାଷ୍ଟ ମ୍ୟାରେଜ ପାଇଁ ଘର ଯୋଗାଇ ଦେବେ ବୋଲି କହିଛନ୍ତି। କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା ଶନିବାର ଏହି ସୂଚନା...

ସ୍ଥିତି ଅଣାୟତ୍ତ ମୁହାଁ, ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬୧୮…

ନୂଆଦିଲ୍ଲୀ, ୧୫।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ସୁପ୍ରିମକୋର୍ଟର ଜଣେ କର୍ମଚାରୀ କରୋନା ପଜିଟିଭ

ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। ସୁପ୍ରିମକୋର୍ଟର ଜଣେ କର୍ମଚାରୀ କରୋନାରେ ପୀଡ଼ିତ ଥିବା ଜଣାପଡିବା ପରେ ଏବେ ଚିନ୍ତା ବଢି ଯାଇଛି।...

Advertisement
Archives

Model This Week