Posted inଜାତୀୟ

‘ପୃଥିବୀର ସ୍ବର୍ଗକୁ ଆସିବା ଏକ ନିଆରା ଅନୁଭୂତି’

ଶ୍ରୀନଗର,୭ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଶ୍ରୀନଗରରେ ପହଞ୍ଚିଛନ୍ତି। ମୋଦିଙ୍କ ଗସ୍ତ ପାଇଁ କଶ୍ମୀରର ପ୍ରତ୍ୟେକ କୋଣରେ ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ଏବଂ ତାଙ୍କ କଥା ଶୁଣିବା ପାଇଁ ଲୋକଙ୍କ ମଧ୍ୟରେ ବିରାଟ ଉତ୍ସାହ ଦେଖିବାକୁ ମିଳିଛି। ଧାରା ୩୭୦ ଉଚ୍ଛେଦ ହେବା ପରଠାରୁ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଶ୍ରୀନଗର ଗସ୍ତ। ପ୍ରଧାନମନ୍ତ୍ରୀ ଏଠାରେ ଅନେକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହ ଜନ ସମାବେଶକୁ ସମ୍ବୋଧିତ କରିଛନ୍ତି।

ସେ କହିଛନ୍ତି, ଜମ୍ମୁ-କଶ୍ମୀର କେବଳ ଏକ ଅଞ୍ଚଳ ନୁହେଁ, ଏହା ଭାରତର ଗର୍ବ, ସମ୍ମାନ ଏବଂ ବିକାଶର ପ୍ରତୀକ। ତେଣୁ ବିକଶିତ ଜମ୍ମୁ-କଶ୍ମୀର ବିକଶିତ ଭାରତର ପ୍ରାଥମିକତା ଅଟେ। ଏକ ସମୟ ଥିଲା ଯେତେବେଳେ ଜମ୍ମୁ କଶ୍ମୀରରେ ଦେଶର ଆଇନ ପ୍ରଯୁଜ୍ୟ ନ ଥିଲା, କିନ୍ତୁ ଆଜି କଶ୍ମୀରରୁ ସମଗ୍ର ଦେଶ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ସେ କହିଛନ୍ତି, ଆଜି ମୁଁ ପୃଥିବୀର ସ୍ବର୍ଗରେ ପହଞ୍ଚି ନିଜକୁ ବହୁତ ଧନ୍ୟ ମନେ କରୁଛି। ଏହା ଏକ ନିଆରା ଅନୁଭୂତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri