ସାନଭାଇକୁ ଦେଖିବାକୁ ଆସି, ବଡ଼ଙ୍କ ମୃତ୍ୟୁ

ଖଜୁରିପଡ଼ା/ବଲସକୁମ୍ପା,୩୦ା୮(ଡି.ଏନ୍‌.ଏ.)- ମେଡିକାଲରେ ଥିବା ସାନଭାଇକୁ ଦେଖିବାକୁ ଆସି ବଡଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚକାପାଦ ବ୍ଲକ ବପଲମେଣ୍ଡି ପଞ୍ଚାୟତ ବପଲମେଣ୍ଡି ଗ୍ରାମର ସଭାଜନ ମଲ୍ଲିକ (୫୦)। ସଭାଜନଙ୍କ ସାନଭାଇ ଖଜୁରିପଡ଼ା ମେଡିକାଲରେ ଚିକିତ୍ସିତ ହେଉଥିଲେ। ସେ ତାଙ୍କୁ ଦେଖିବାକୁ ଆସିଥିବାବେଳେ ଖଜୁରିପଡ଼ା ପଞ୍ଚାୟତ ଡ଼ଙ୍ଗୀ ସାହିକୁ ଯାଇଥିବା ବେଳେ ଏକ ନାଳ ପାଖରେ ପଡ଼ି ମୃତ୍ୟୁ ଘଟିଥିଲା। ତାଙ୍କ ପୁଅ ଅଟଳ ସନ୍ଦେହରେ ଖଜୁରିପଡ଼ା ଥାନାରେ ଅଭିଯୋଗ କରିଛନ୍ତି। ନଂ.୧୭/୨୦ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଚାଲିଥିବା ଏଏସଆଇ ଉଦ୍ଧବ କୁମାର ଜାନି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri