କମେଣ୍ଟ ମାରୁଥିଲେ ଯୁବକ, ଲଣ୍ଡା କରି ଗାଁରେ ବୁଲାଇଲେ ଲୋକେ

ଅନୁଗୋଳ ଅଫିସ, ୨୮।୧୦(ବ୍ୟୁରୋ): କମେଣ୍ଟ ମାରିବାରୁ ଯୁବକଙ୍କୁ ଲଣ୍ଡା କରି ଗାଁରେ ବୁଲାଇଲେ ଲୋକେ। ଏଭଳି ଏକ ଘଟଣା ଘଟିଛି ଅନୁଗୋଳ ଜିଲା ତାଳଚେର ଅଞ୍ଚଳରେ।
ସୂଚନାଯୋଗ୍ୟ, ଉକ୍ତ ଅଞ୍ଚଳର ଯୁବତୀମାନେ କଲେଜକୁ ଯାଉଥିବା ବେଳେ ସ୍ଥାନୀୟ ଅଞ୍ଚଳର ୩ ଜଣ ଯୁବକ ସେମାନଙ୍କୁ ପ୍ରତିଦିନ କମେଣ୍ଟ ମାରି ଅଶ୍ଳୀଳ ଇଙ୍ଗିତ କରୁଥିଲେ। ଏହି କଥା ଯୁବତୀମାନେ ଗାଁରେ କହିବା ପରେ ଗାଁ ଲୋକେ ଏକାଠି ହୋଇ ଶୁକ୍ରବାର ଛକି ରହିଥିଲେ । ଉକ୍ତ ୩ ଜଣ ଯୁବକ ଶୁକ୍ରବାର ପୁଣି ଯୁବତୀମାନଙ୍କୁ କମେଣ୍ଟ କରିବା ବେଳେ ଗାଁ ଲୋକେ ସେମାନଙ୍କୁ ଧରିବାକୁ ଚେଷ୍ଟା କରିଥିଲେ । ସେମାନଙ୍କ ମଧ୍ୟରୁ ଦୁଇ ଜଣ ଖସି ପଳାଇବାକୁ ସକ୍ଷମ ହୋଇଥିବା ବେଳେ ଜଣଙ୍କୁ କାବୁ କରିନେଇଥିଲେ ଗ୍ରାମବାସୀ । ଯୁବକଙ୍କୁ ଧରିବା ପରେ ଉତ୍ତମ ମଧ୍ୟମ ଦେଇଥିଲେ। ପରେ ସମ୍ପୃକ୍ତ ଯୁବକଙ୍କୁ ଲଣ୍ଡା କରି ଗାଁ ଦାଣ୍ଡରେ ବୁଲାଇଥିଲେ। ଯୁବକଙ୍କୁ କାଙ୍ଗାରୁ କୋର୍ଟରେ ଦଣ୍ଡିତ ଖବର ପାଇ ତାଳଚେର ପୋଲିସ ଗାଁରେ ପହଞ୍ଚି ସମ୍ପୃକ୍ତ ଯୁବକଙ୍କୁ ଉଦ୍ଧାର କରିଥିଲା । ପରେ ଅନ୍ୟ ୨ ଯୁବକଙ୍କୁ ମଧ୍ୟ ଆଣି ଥାନାକୁ ଆଣି ଅଟକ ରଖାଯାଇଛି । ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri