Posted inଜାତୀୟ

ବ୍ୟବସାୟିକ ସିଲିଣ୍ଡର ଯୋଗାଣ ବନ୍ଦ

ନୂଆଦିଲ୍ଲୀ/ମୁମ୍ବାଇ,୧୦ା୩: ଇରାନ ଯୁଦ୍ଧ ପାଇଁ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ଇନ୍ଧନ ପରିବହନ ବାଧାପ୍ରାପ୍ତ ହୋଇଛି। ଫଳରେ ଭାରତର ବିଭିନ୍ନ ସହରରେ ରନ୍ଧନ ଗ୍ୟାସ୍‌ ଅଭାବ ଦେଖାଦେଇଛି। ମୁମ୍ବାଇରେ ବ୍ୟବସାୟିକ ଏଲ୍‌ପିଜି ଯୋଗାଣକୁ ବନ୍ଦ କରିଦିଆଯାଇଛି। ଆଗକୁ ଗ୍ୟାସ୍‌ ନ ମିଳିବା ଆଶଙ୍କାରେ ସୋମବାର ସକାଳୁ ବୁକିଂ ବହୁଗୁଣିତ ହୋଇଛି। ୨୫ ଦିନ ପରେ ନୂଆ ସିଲିଣ୍ଡର ପାଇଁ ବୁକିଂ କରାଯାଇପାରିବ ବୋଲି ପେଟ୍ରୋଲିୟମ୍‌ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। କେନ୍ଦ୍ର ସରକାର ନିକଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର ପ୍ରତି ଦର ୬୦ ଟଙ୍କା ବଢ଼ାଇଥିବାବେଳେ ବ୍ୟବସାୟିକ ଏଲ୍‌ପିଜି ଦର ୧୧୫ ଟଙ୍କା ବୃଦ୍ଧି କରିଥିଲେ। ସୋମବାର ନଏଡ଼ା ସେକ୍ଟର ୨୨ ଅଞ୍ଚଳରେ ଥିବା ଗ୍ୟାସ୍‌ ଏଜେନ୍ସି ବାହାରେ ଖାଲି ସିଲିଣ୍ଡର ସହ ଲୋକଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୭୮ ଯାତ୍ରୀଙ୍କୁ ନେଇ ଭୋପାଳ ଯାଉଥିବା ଏୟାର ଇଣ୍ଡିଆ ବିମାନର ଏମର୍ଜେନ୍ସି ଲ୍ୟାଣ୍ଡିଂ

ମୁମ୍ବାଇ,୨୭।୪: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରୁ ଭୋପାଳ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନକୁ ରବିବାର (୨୬ ଏପ୍ରିଲ) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁ ରାଜା ଭୋଜ…

ଚକୋଲେଟ କଥା ଛାଡନ୍ତୁ, ଏବେ ଆଇକ୍ରିମ ବି ହେବ ମହଙ୍ଗା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୭।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଶେଷ ହୋଇଯାଇପାରେ, କିନ୍ତୁ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଜାରି ରହିଥିବାରୁ ପୁଣି ଶତ୍ରୁତା ସୃଷ୍ଟି ହେବାର ଭୟ…

ବାଇକକୁ ଧକ୍କା ଦେଲା ପିକଅପ, ଦୁର୍ଘଟଣାରେ ଚାଲିଗଲା ମାମୁ-ଭଣଜାଙ୍କ ଜୀବନ

ଭବାନୀପାଟଣା/ଜୁନାଗଡ଼,୨୭।୪(ଉତ୍ତମ କୁମାର ଦାଶ/ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବୁଡିପଦର ଛକରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଅଜଣା ପିକଅପ…

ବରଗଡ଼ରେ ବିକାଶ ବାଟବଣା, ଖରାଦିନେ ରାସ୍ତାରେ ବହୁଛି ଡ୍ରେନ୍‌ ପାଣି

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ କରାଯାଉଛି। ଏହି କ୍ରମରେ କେଉଁଠି ରାସ୍ତା ପ୍ରଶସ୍ତୀକରଣ ତ ଆଉ…

ଜନଗଣନାରେ ନିୟୋଜିତ ୨ଜଣଙ୍କ ମୃତ୍ୟୁ

ବେତନଟୀ/ସୁନ୍ଦରଗଡ଼,୨୭।୪(ଧରଣୀଧର ମହାନ୍ତି/ଜୟନାରାୟଣ ମେଣ୍ଡୁଳି): ଜନଗଣନା କାର୍ଯ୍ୟରେ ନିୟୋଜିତ ହୋଇଥିବା ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ୍‌ ଅଧୀନ ପୁରିନ୍ଦା କଖାରୁଆ ବୈଦନାଥ ଉଚ୍ଚ…

ମରାମତି ନାଁରେ ଖୋଳିଦେଲେ ରାସ୍ତା, ଲୋକେ ହନ୍ତସନ୍ତ

ପଦ୍ମପୁର,୨୭।୪(ପ୍ରଦୀପ୍ତ ଦାଶ): ପ୍ରତି ଓ୍ବାର୍ଡ ଓ ଘରକୁ ପାଣି ପାଇପ ବିଛାଇବା ପାଇଁ ଠିକାଦାର ରାସ୍ତାକୁ ଭାଙ୍ଗି ଦେଉଛନ୍ତି। କିନ୍ତୁ କାମ ସାରିବା ପରେ ଏହି ରାସ୍ତା…

ହର୍ମୁଜ ଖୋଲିବାକୁ ପ୍ରସ୍ତୁତ ଇରାନ, ଆମେରିକାକୁ ବଦଳରେ ପଠାଇଲା ଏମିତି ପ୍ରସ୍ତାବ, ଜାଣନ୍ତୁ…

ତେହରାନ,୨୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ କୂଟନୈତିକ ବିକାଶ ଦେଖାଦେଇଛି। ଇରାନ ଆମେରିକାକୁ ଶାନ୍ତି ଚୁକ୍ତି ପାଇଁ ଏକ ନୂତନ…

ଖରାଠୁ ବଳିଯାଉଛି ଗୁଳୁଗୁଳି ଯନ୍ତ୍ରଣା, ଏହିଦିନଠୁ ପୁଣି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୨୭।୪(ବନ୍ଦନା ସେଠୀ): ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ପଶ୍ଚିମରେ ଖରାତାତି ଓ ଉପକୂଳରେ ଗୁଳୁଗୁଳି ଅନୁଭୂତ ହେଉଛି। ଗତ କିଛିଦିନ ହେବ ସାଧାରଣତଃ ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri