Advertisement
Posted inଜାତୀୟ

ଦିଲ୍ଲୀରେ ଡିଜେଲ ଗାଡ଼ି ବନ୍ଦ

ନୂଆଦିଲ୍ଲୀ,୩।୧୧: ଦିଲ୍ଲୀରେ ବାୟୁ ପ୍ରଦୁଷଣ ଅଧିକ ଖରାପ ଆଡ଼କୁ ଯାଉଥିବାରୁ ଜାତୀୟ ରାଜଧାନୀ ଅଞ୍ଚଳର ରାସ୍ତାରେ ୪ ଚକିଆ ହାଲୁକା ଡିଜେଲ ଯାନ ଚଳାଚଳ ବନ୍ଦ କରିବାକୁ ଗୁରୁବାର କେନ୍ଦ୍ରୀୟ କମିଟି ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଫଳରେ ରାଜଧାନୀରେ ଟ୍ରକ୍‌ ପ୍ରବେଶକୁ ନିଷିଦ୍ଧ କରାଯାଇଛି। ବାୟୁ ମାନ ପରିଚାଳନା କମିଶନ(ସିଏକ୍ୟୁଏମ୍‌) ପକ୍ଷରୁ ଜାରି କଟକଣାରୁ ବିଏସ୍‌-୬ ଯାନ ଏବଂ ଜରୁରୀ ତଥା ଅତ୍ୟାବଶ୍ୟକ ସେବାରେ ନିୟୋଜିତ ଥିବା ଗାଡ଼ିକୁ ବାଦ୍‌ ଦିଆଯାଇଛି। ଏହା ବ୍ୟତୀତ ଶିକ୍ଷାନୁଷ୍ଠାନ, ଅଣଅତ୍ୟାବଶ୍ୟକ ବ୍ୟବସାୟିକ କାର୍ଯ୍ୟ ବନ୍ଦ କରିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇପାରିବେ। ସେହିପରି ଯୁଗ୍ମ-ଅଯୁଗ୍ମ ସୂତ୍ରରେ ଗାଡ଼ି ଚଳାଚଳ ପାଇଁ ମଧ୍ୟ ସରକାର ନିଷ୍ପତ୍ତି ନେଇପାରିବେ ବୋଲି କମିଶନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ହଜାରରୁ ୧୦ ହଜାର ଟଙ୍କା ହେଲା ଆଶା କର୍ମୀଙ୍କ ପାରିଶ୍ରମିକ

ଅମରାବତୀ,୩।୬: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିବା ପରେ ଓ୍ବାଇଏସ୍‌ ଜଗନ ମୋନହ ରେଡ୍ଡି ପ୍ରଥମ ପର୍ଯ୍ୟାୟରେ ଆଶା କର୍ମୀଙ୍କୁ ଦେଇଛନ୍ତି ଆଶନୁରୂପ...

କରୋନା ପାଇଁ ସହାୟତାର ହାତ ବଢାଇଲେ ଅକ୍ଷୟ, ବରୁଣ ଧନ୍ୟବାଦ ଦେଲେ ମୋଦି

ମୁମ୍ବାଇ,୨୯।୩: କରୋନା ଭାଇରସ ଏବେ ବିଶ୍ୱକୁ ତା କବଳକୁ ନେଇଯିବା ଫଳରେ ସବୁଠି ଲକ୍‌ ଡାଉନ୍‌ ପରିସ୍ଥିତି। ଭାରତରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧...

ପୋଲିସକୁ ସଫଳତା: ସୁକମାରେ ଲକ୍ଷେ ଟଙ୍କିଆ ମାଓବାଦୀ ମୃତ

ସୁକମା,୨୭।୬: ଛତିଶଗଡ଼ର ସୁକମା ଜିଲାରେ ଗୁରୁବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଲକ୍ଷେ ଟଙ୍କା ମୁଣ୍ଡ ଜାମିନ ଘୋଷଣା ଥିବା ମାଓବାଦୀଙ୍କ...

ମାଗଣା ରାଶନ ଯୋଜନା ପାଇଁ ୩ ଲକ୍ଷ କୋଟିରୁ ଅଧିକ ଖର୍ଚ୍ଚ କରିବେ ସରକାର…

ନୂଆଦିଲ୍ଲୀ,୨୧।୧୧ : ମାଗଣା ରାଶନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ତିନି ଲକ୍ଷ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ କରିବେ। ୨ ଲକ୍ଷ କୋଟି...

ମହାରାଷ୍ଟ୍ରରେ ୨,୫୬୨ ପୋଲିସ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୩୩

ମୁମ୍ବାଇ, ୭।୬: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ସଂକ୍ରମଣ ତାଲିକାରେ ମହାରାଷ୍ଟ୍ର ଆଗୁଆ ରହିଛି। ରାଜ୍ୟ ପୋଲିସ ବିଭାଗରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ...

ବ୍ୟାଙ୍କ ଦୁର୍ନୀତି ମାମଲା: ଶରଦ ପାଓ୍ବାରଙ୍କୁ ହାଜର ହେବାକୁ ମନାକଲା ଇଡି

ନୂଆଦିଲ୍ଲୀ,୨୭ା୯: ମହାରାଷ୍ଟ୍ର ରାଜ୍ୟ ସମବାୟ ବ୍ୟାଙ୍କ (ଏମଏସ୍‌ସିବି) ଦୁର୍ନୀତି ମାମଲାରେ ଫସିଥିବା ଏନସିପି ମୁଖ୍ୟ ଶରଦ ପାଓ୍ବାର ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହେବାର ଥିଲା।...

ମାସୁଦ୍‌ ଆଝାର୍‌ ପୁଣି ସକ୍ରିୟ: ଭାରତରେ ଅନୁପ୍ରବେଶ ପାଇଁ ୫୦ ଜୈଶ୍‌ ଆତଙ୍କବାଦୀ ବାଲାକୋଟରେ ନେଉଛନ୍ତି ପ୍ରଶିକ୍ଷଣ

ଶ୍ରୀନଗର,୧୪।୧୧: ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ସଂଗଠନ ମୁଖ୍ୟ ମାସୁଦ୍‌ ଆଝାର୍‌ ପୁଣି ସକ୍ରିୟ ହୋଇଥିବା କୁହାଯାଉଛି। ମାସୁଦ୍‌ଙ୍କ ନିର୍ଦ୍ଦେଶରେ ଜୈଶ୍‌ ଆତଙ୍କବାଦୀ ଓସାମା ୟୁସୁଫ୍‌ ଭାରତରେ ଅନୁପ୍ରବେଶ...

ଏନ୍‌କାଉଣ୍ଟର୍‌ ସ୍ପେସାଲିଷ୍ଟ ସଚିନଙ୍କୁ ରିମାଣ୍ଡରେ ନେଲା ଏନ୍‌ଆଇଏ

ଗିରଫ ମୁମ୍ବାଇ,୧୪।୩: ମୁକେଶ ଅମ୍ବାନୀଙ୍କ ଘର ନିକଟରେ ବିସ୍ଫୋରକ ଭର୍ତ୍ତି ଗାଡି ରଖିବା ଅଭିଯୋଗରେ ଏନ୍‌କାଉଣ୍ଟର୍‌ ସ୍ପେସାଲିଷ୍ଟ ସଚିନ ବାଜେଙ୍କୁ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ) ଦୀର୍ଘ...

Advertisement
Archives

Model This Week