କମିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ କେତେ ଟଙ୍କା

ନୂଆଦିଲ୍ଲୀ,୧ା୭: ହ୍ରାସ ପାଇଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର। ଶନିବାର ଦେଶରେ ନୂଆ ଦର ଲାଗୁ ହୋଇଥିବା ବେଳେ ସିଲିଣ୍ଡର ଉପରେ ୩୦ ଟଙ୍କା ହ୍ରାସ ପାଇଛି। ଏଥିସହିତ ରାଜଧାନୀ ଦିଲ୍ଲୀରେ କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ୧୬୪୬ ଟଙ୍କା ହୋଇଛି। ତୁରନ୍ତ ପ୍ରଭାବ ସହିତ ଏହି ନୂଆ ଦର ଲାଗୁ ହେବ।

ସେହିପରି ମୁମ୍ବାଇରେ ଏହାର ମୂଲ୍ୟ ୧,୬୨୯ ରୁ ୧,୫୯୮ ଟଙ୍କାକୁ ହ୍ରାସ ପାଇଛି। ଚେନ୍ନାଇରେ ଏକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧,୮୪୦ ଟଙ୍କା ଏବଂ କୋଲକାତାରେ ୧,୭୮୭ ଟଙ୍କା ହୋଇଛି। ଜୁନ୍ ୧ ରେ କମର୍ସିଆଲ ଏଲପିଜି ଦର ପ୍ରାୟ ୬୯ ଟଙ୍କା ହ୍ରାସ ପାଇଥିଲା ଏବଂ ମେ ୧ ରେ ସିଲିଣ୍ଡର ପିଛା ୧୯ ଟଙ୍କା ହ୍ରାସ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ଚୁରମାର ହେଲା ୟୁନିର୍ଭସିଟି ପ୍ରତିଷ୍ଠା ସ୍ୱପ୍ନ! ଜମି ବିକିଦେଲେ ଖାନ ସାର୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧।୨:ନିକଟରେ ସୋସିଆଲ ମିଡିଆରେ ଖବର ପ୍ରକାଶ ପାଇଥିଲା ଯେ ଖାନ ସାର୍‌ କୋଏଲୱାରରେ ଏକ ବଡ଼ ଜମି କିଣି ସେଠାରେ ଏକ ବିଶ୍ୱବିଦ୍ୟାଳୟ ନିର୍ମାଣ କରିବାକୁ ଯୋଜନା…

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

‘AI ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରତିବାଦ ନେପାଳର GenZ ଆନ୍ଦୋଳନ ଦ୍ୱାରା ଅନୁପ୍ରାଣିତ’, ଦିଲ୍ଲୀ ପୋଲିସର ବଡ଼ ଦାବି

ନୂଆଦିଲ୍ଲୀ,୨୧।୨: ଦିଲ୍ଲୀର ଭାରତ ମଣ୍ଡପମରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଯୁବ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ଦେଶରେ ରାଜନୀତିକୁ ଉଷ୍ମ କରିଛି। ବିଭିନ୍ନ ରାଜ୍ୟର ଭାଜପା…

ଭାରତ-ବ୍ରାଜିଲ ସମ୍ପର୍କରେ ନୂଆ ଅଧ୍ୟାୟ: ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ

ବ୍ରାସିଲିଆ,୨୧।୨: ଭାରତ-ବ୍ରାଜିଲ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଉଭୟ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ…

ରାଜଧାନୀକୁ ପୁଣି ଦୋହଲାଇ ଦେବାକୁ ଟାର୍ଗେଟ କଲେଣି ଆତଙ୍କବାଦୀ, ଆଲର୍ଟରେ ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ସତର୍କ ସୂଚନା ଜାରି କରିଛନ୍ତି। ଗୁଇନ୍ଦା ସୂତ୍ରରୁ ସୂଚନା ଦିଆଯାଇଛି…

୧୫ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ଆଲର୍ଟ, ଝଡବର୍ଷା ହେବା ନେଇ ଚେତାଇଲା IMD

ନୂଆଦିଲ୍‌ଲୀ,୨୧।୨: ସାରା ଦେଶରେ ଗ୍ରୀଷ୍ମ ଋତୁ ଆସିସାରିଛି, ଏବଂ ଏବେ, ଖରା ପାଗ ସତ୍ତ୍ୱେ, ପ୍ରବଳ ଗରମ ଅନୁଭୂତ ହେବା ଆରମ୍ଭ ହୋଇଛି। ଦିଲ୍ଲୀ, ପଞ୍ଜାବ ଏବଂ…

ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ରହିଛି…

ଇସଲାମାବାଦ,୨୧ା୨: ଶନିବାର ପାକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ୩.୯ ତୀବ୍ରତାର ଏକ ଭୂକମ୍ପ ରେକର୍ଡ କରାଯାଇଛି। ଭାରତର ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri