Posted inଜାତୀୟ

ପୁଣି ୨୫୦ ଟଙ୍କା ବଢିଲା ଗ୍ୟାସ୍‌ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୪: ପୁଣି କମର୍ସିଆଲ୍‌ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ୨୫୦ ଟଙ୍କା ବୃଦ୍ଧି ଘଟିଛି। ତେବେ ଘରୋଇ ଗ୍ୟାସ ଦର ଅପରିବର୍ତ୍ତିତ ରହିଛି। ବର୍ଦ୍ଧିତ ଦର ଅନୁସାରେ ଏବେ ଦିଲ୍ଲୀରେ ୧୯ କିଲୋଗ୍ରାମର ଏଲ୍‌ପିଜି ସିଲିଣ୍ଡର ୨୨୫୩ ଟଙ୍କାରେ ମିଳିବ। ଅନ୍ୟପଟେ ଅଣ-ସବସିଡି ୧୪.୨ କେଜି ବିଶିଷ୍ଟ ଏଲପିଜି ଗ୍ୟାସ ସିଲିଣ୍ଡର ଦାମ ୯୪୯.୫୦ ଟଙ୍କା ରହିଛି। ତେବେ ମୁମ୍ବାଇରେ ୧୯ କେଜି ବିଶିଷ୍ଟ କମର୍ସିଆଲ ଗ୍ୟାସ ସିଲିଣ୍ଡର ଦାମ ରହିଛି ୨,୨୦୫ ହଜାର ଟଙ୍କା। ସେହିପରି କୋଲକାତାରେ ୨୩୫୧ ଏବଂ ଚେନ୍ନାଇରେ ୨୪୦୬ ଟଙ୍କା ରହିଛି।
ଏହାକୁ ମିଶାଇ ଗତ ଦୁଇ ମାସ ମଧ୍ୟରେ କମର୍ସିଆଲ୍‌ ଗ୍ୟାସ ଦର ୩୪୬ ଟଙ୍କା ବୃଦ୍ଧି ପାଇଛି। ୧୦ ଦିନ ତଳେ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ପୌର ନିର୍ବାଚନ ବେଳେ ହିଂସା

କୋଲକାତା,୨୮।୨ : ପଶ୍ଚିମବଙ୍ଗର ୧୦୮ ପୌର ସଂସ୍ଥା ପାଇଁ ରବିବାର ସକାଳେ ଆରମ୍ଭ ହୋଇଥିବାବେଳେ କେତେକ ସ୍ଥାନରେ ହିଂସାକାଣ୍ଡ ଘଟିବା ସହ ବୁଥ୍‌ ଜବରଦଖଲ ଓ...

ଆଶିଷଙ୍କ ଜାମିନ ମାମଲା, ରାୟ ସଂରକ୍ଷିତ ରଖିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୫।୪ : ଲଖୀମପୁର ଖେରୀ ମାମଲାରେ ଆଶିଷ ମିଶ୍ରଙ୍କ ଜାମିନ ନେଇ ସୁପ୍ରିମ୍‌କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ତାଙ୍କ ଜାମିନ ଖାରଜ ପାଇଁ କରାଯାଇଥିବା...

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ଡି ଦେବେ ଗୌଡା କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୨।୧: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ଡି ଦେବେ ଗୌଡା କୋଭିଡ୍‌ ପଜିଟିଭ୍‌ ହୋଇଛନ୍ତି। ଏ ନେଇ ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ଏବେ ତାଙ୍କ...

କରୋନା ରୋଗୀଙ୍କ ସହୟତା ପାଇଁ ନିଜ ଏସ୍‌ୟୁଭି କାର୍‌ ବିକ୍ରି କଲେ ଯୁବକ

ମୁମ୍ବାଇ,୨୪।୬: ଦେଶରେ କରୋନା ମହାମାରୀ ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଲାଣି। ଭାରତରେ କରୋନାରୁ ଅଧିକ ପ୍ରଭାବିତ ହେଉଥିବା ରାଜ୍ୟ ହେଉଛି ମହାରାଷ୍ଟ୍ର। ଏଠାରେ ସଂକ୍ରମିତ...

ଡିଟିସିରେ ୧୧ ମହିଳା ଡ୍ରାଇଭର…

ନୂଆଦିଲ୍ଲୀ, ୨୪।୮ : ମହିଳାମାନେ ବର୍ତ୍ତମାନ ସାମାଜିକ ରୁଢ଼ିବାଦୀ ମାନସିକତାର ଦୃଷ୍ଟିକୋଣରୁ ବାହାରକୁ ଆସି ସଫଳତାର ନୂଆ ରେକର୍ଡ ସ୍ଥାପନ କରୁଛନ୍ତି। ଦିଲ୍ଲୀ ପରିବହନ ବିଭାଗ...

ସକ୍ରିୟ ମାମଲା ୯୫ ହଜାର ତଳେ…

ନୂଆଦିଲ୍ଲୀ, ୨୫।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ...

‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’: ଛାତ୍ରୀଛାତ୍ର-ଶିକ୍ଷକ-ଅଭିଭାବକଙ୍କ ମତାମତ ଲୋଡ଼ିଲେ ସରକାର

ନୂଆଦିଲ୍ଲୀ,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’ କାର୍ଯ୍ୟକ୍ରମ ଜାନୁୟାରୀ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ର-ଶିକ୍ଷକ-ଅଭିଭାବକଙ୍କଠାରୁ ମତାମତ ଲୋଡ଼ାଯାଇଛି।...

ସେନା କର୍ମଚାରୀଙ୍କ ଅବସର ବୟସ ସୀମା ବଢ଼ିବା ନେଇ ପ୍ରସ୍ତାବ

ନୂଆଦିଲ୍ଲୀ,୫।୧୧: ଭାରତୀୟ ସେନା କର୍ମଚାରୀଙ୍କ ଅବସର ବୟସ ସୀମା ବଢ଼ିବା ନେଇ ପ୍ରସ୍ତାବ ଦିଆଯାଇଛି। ସେନା କର୍ମଚାରୀଙ୍କ କଲ୍ୟାଣ ପାଇଁ ଏଭଳି କରାଯାଉଥିବା ଚିଫ୍‌ ଅଫ୍‌...

Advertisement
Archives

Model This Week