ଛକ ଛକରେ ଜଗିଛି ପୋଲିସ, କଟକଣା ଭାଙ୍ଗିଲେ….

ଭୁବନେଶ୍ୱର,୧୯।୩(ବ୍ୟୁରୋ): ହୋଲି ପାଇଁ ଭୁବନେଶ୍ୱରରେ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି। ସହରରେ ୩୨ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ସହରର ପ୍ରମୁଖ ୨୦ଟି ଛକରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ୨୦ଟି ମୋବାଇଲ ପାଟ୍ରୋଲିଂ ଭ୍ୟାନ ପଇଁତାରା ମାରୁଛନ୍ତି । ଡିସିପିଙ୍କ ନେତୃତ୍ୱରେ ୩ ଜଣ ଅତିରିକ୍ତ ଡିସିପି, ୮ ଏସିପି, ୨୪ ଜଣ ଆଇଆଇସି, ୪୨ ଜଣ ଏଏସଆଇ ନଜର ରଖିଛନ୍ତି ।
ତେବେ ଏପରି ସ୍ଥିତିରେ କୋଭିଡ କଟକଣା ଭିତରେ ହୋଲି ଖେଳିବାକୁ ସରକାରଙ୍କ ପକ୍ଷରୁ ଗାଇଡଲାଇନ ପାଳନ କରାଯାଇଛି । ହୋଲି ଖେଳିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଖାସ କରି ମଦ ପିଇ ରାସ୍ତାରେ ବୁଲୁଥିବା ମଦୁଆଙ୍କ ଉପରେ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri