ଗାଇଡ୍‌ଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ, ମଦ ପିଇ ହୋଲି ଖେଳିଲେ…

ଭୁବନେଶ୍ୱର,୧୨ା୩: ହୋଲି ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ। ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ ବୋଲି ପ୍ରେସ୍‌ମିଟ୍‌ କରି କହିଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା। ମଦ୍ୟପାନ କରି କୌଣସି ନଦୀ, ପୋଖରୀରେ ଗାଧୋଇବା ଉପରେ ମଧ୍ୟ କଟକଣା ଲଗାଇଛି ପୋଲିସ। ହୋଲି ଦିନ ସହରରେ ୨୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ସବୁ ଗାଧୁଆ ଘାଟରେ ପୋଲିସ ସହ ଅଗ୍ନିଶମ କର୍ମଚାରୀ ରହିବେ। ରାସ୍ତା ଉପରେ ହୋଲି ଖେଳି ଗହଳି କଲେ ମଦୁଆଙ୍କୁ ପିସିଆର ଉଠାଇ ନେବ। ଏଥିସହିତ କେମିକାଲ ରଙ୍ଗରେ ହୋଲି ନ ଖେଳି କେବଳ ହର୍ବାଲ ରଙ୍ଗରେ ହୋଲି ଖେଳିବାକୁ ଅନୁମତି ଦେଇଛି କମିଶନରେଟ୍‌ ପୋଲିସ।



Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ମିଳିବ କେନ୍ଦ୍ର ସରକାରଙ୍କ ସମର୍ଥନ

ଭୁବନେଶ୍ୱର,୨୩।୩: କେନ୍ଦ୍ର ଗୃହ ନିର୍ମାଣ ଏବଂ ନଗର ବ୍ୟାପାର ମନ୍ତ୍ରୀ ମନୋହର ଲାଲ ଖଟ୍ଟର ରବିବାର ଓଡ଼ିଶାରେ ପ୍ରମୁଖ ସହରାଞ୍ଚଳ ବିକାଶ ପଦକ୍ଷେପ ଏବଂ ଭିତ୍ତିଭୂମି...

ଚା’ ଦୋକାନରେ ମାଡ଼ିଗଲା ହାଇଓ୍ବା: ଚାଲିଗଲା ୩ ଜୀବନ

ସୁନ୍ଦରଗଡ଼,୨୩।୩(ଜୟ ନାରାୟଣ ମେଣ୍ଡୁଳି) ସୁନ୍ଦରଗଡ଼ ଜିଲା କେ. ବଲାଙ୍ଗ ଥାନା ଅଧୀନ ଜାମୁଡିହି ଟୋଲଗେଟ୍‌ ନିକଟକରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ...

ଘୁମୁସର ବନଖଣ୍ଡକୁ ଜଗିବ ଏଆଇ କ୍ୟାମେରା: କାଠମାଫିଆ, ଶିକାରୀ ହେବେ ସାବାଡ଼

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ବନ୍ୟପ୍ରାଣୀ ଶିକାର ଏବଂ କାଠଚୋରି ରୋକିବା ପାଇଁ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବୈଷୟିକ ଜ୍ଞାନ କୌଶଳର ସହାୟତା...

ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ଅଭିଯୋଗ: ନାଇଜେରୀୟ ନାଗରିକ ଗିରଫ

କଟକ, ୨୩।୩: କଟକର ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ମାମଲାରେ କମିଶନରେଟ୍ ପୋଲିସ ଜଣେ ନାଇଜେରୀୟ ନାଗରିକଙ୍କୁ ଗିରଫ କରିଛି। ଦିଲ୍ଲୀରେ ରହୁଥିବା...

ବହି ଗୋଦାମରେ ବିସ୍ଫୋରଣରୁ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବହି

ଜଗତସିଂହପୁର,୨୩।୩: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ...

ବିଜେଡିକୁ ଭାଜପାର କଡ଼ା ଭର୍ତ୍ସନା: ଆଇନମନ୍ତ୍ରୀ କହିଲେ ଆମକୁ କାହାର…

ଭୁବନେଶ୍ୱର,୨୩ା୩: ମହାନଦୀ ଜଳ ବିବାଦ ନେଇ ବିଜେଡିକୁ କଡ଼ା ଭର୍ତ୍ସନା କରିଛି ଭାଜପା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବିଜେଡି ଶାସନରେ ଥିଲା ବେଳେ ସମାଧାନ...

କ୍ଷୟକ୍ଷତି ଆକଳନ ପାଇଁ ଯାଇଥିଲେ ଦୁଇ ମନ୍ତ୍ରୀ, ରୋଷ ଝାଡ଼ିଲେ ଲୋକେ, ଫିଙ୍ଗିଲେ ଢେଲାପଥର

ବାରିପଦା,୨୩ା୩: କ୍ଷୟକ୍ଷତି ଆକଳନ ପାଇଁ ଯାଇଥିବା ଦୁଇ ମନ୍ତ୍ରୀଙ୍କୁ ଲୋକେ ପ୍ରବଳ ବିରୋଧ କରିଛନ୍ତି। କାହିଁକି ମନ୍ତ୍ରୀ ଆମ ଅଞ୍ଚଳକୁ ଆସିଲେନି ବୋଲି କହି ରୋଷ...

ଭଉଣୀ ଘରକୁ ଆସିଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଭାଇର ଜୀବନ

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ରବିବାର ସକାଳେ ଜଣେ ନାବାଳକ ପୋଖରୀରେ ବୁଡି ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri