ହାଜତ ଭିତରେ ଅଭିଯୁକ୍ତଙ୍କ ଆତ୍ମହତ୍ୟା

ଜୟପୁର,୩୦ା୮(ନି.ପ୍ର.): କୋରାପୁଟ ଜିଲା ଜୟପୁର ସଦର ହାଜତ ଭିତରେ ଜଣେ ଅଭିଯୁକ୍ତ ଶନିବାର ବିଳମ୍ବିତ ରାତିରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ନେଇ ପୋଲିସ ସୂଚନା ଦେଇଛି। ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ତଦନ୍ତ ଜାରି ରହିଛି। ଜୟପୁର ଥାନା ଏସ୍‌ଡିପିଓ ବରୁଣ ଗୁଣ୍ଠପାଲି, ବୋରିଗୁମ୍ମା ଏସ୍‌ଡିପିଓ ହରେକୃଷ୍ଣ ମାଝି ଏବଂ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
ମୃତକ ଜଣକ ହେଲେ ରାଜସ୍ଥାନର ଗୋପାଳ ରାମ। ସେ ଏକ ଟ୍ରକ ଚଲାଇ ପଡୁଆଠାରୁ ରାଜସ୍ଥାନ ଯାଉଥିଲେ। ଉକ୍ତ ଟ୍ରକ୍‌ରେ ୮ କୁଇଣ୍ଟାଲ ଗଞ୍ଜେଇ ବୋଝେଇ ହୋଇଥିଲା। ପୋଲିସ ଗତକାଲି କାବୁ କରି ଟ୍ରକ ଏବଂ ଗୋପାଳଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଥିଲା। ତେବେ ବିଳମ୍ବିତ ରାତିରେ ଗୋପାଳ ଆତ୍ମହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ସ୍ଥଗିତ

ବରଗଡ଼ ଅଫିସ୍‌,୧୦।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ସ୍ଥଗିତ ରଖାଯାଇଛି। ରାଜ୍ୟ ସରକାରଙ୍କ କୋଭିଡ୍‌ ଗାଇଡ୍‌ ଲାଇନକୁ ଦୃଷ୍ଟିରେ ରଖି ଶୁକ୍ରବାର ସନ୍ଧ୍ୟାରେ...

ବିକାଶ ଦେଖିବ ବତିଘର

କେନ୍ଦ୍ରାପଡ଼ା ଅଫିସ, ୧୧ା୧୨: ଏକାନ୍ତ ଭାବେ ଛିଡ଼ା ହୋଇଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଫଲ୍‌ସ ପଏଣ୍ଟର ବତିଘର ଏବେ ବିକାଶ ଦେଖିବ। ପର୍ଯ୍ୟଟକଙ୍କ ପାଇଁ...

ସୁସ୍ଥ ହୋଇ ଘରକୁ ଫେରିଲେ କରୋନା ଆକ୍ରାନ୍ତ

ଭଣ୍ଡାରିପୋଖରୀ,୩ା୫(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତ ଅନ୍ତର୍ଗତ କୁଶଗଡ଼ିିଆ ଗ୍ରାମର ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଶନିବାର ଘରକୁ ଫେରିଛନ୍ତି। ତାଙ୍କୁ...

ଡାକ ବିଭାଗର ଅବହେଳା : ୩ ମାସ ପରେ ବି ମଳିନି ମନିଅର୍ଡର

ରତ୍ନଗିରି,୬ା୭(ଡି.ଏନ.ଏ.): ଯାଜପୁର ଜିଲା ବରୀ ଉପଖଣ୍ଡ ଡାକ କାର୍ଯ୍ୟାଳୟରେ ଗତ ଏପ୍ରିଲ ୮ରେ ବରୀ ବ୍ଲକ ଅଧୀନ ଅରଙ୍ଗାବାଦ ପଞ୍ଚାୟତର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଦୋଳଗୋବିନ୍ଦ ଦାଶ...

୬ଷ୍ଠ ଆକ୍ରାନ୍ତ ଚିହ୍ନଟ ପରେ ସରକାରଙ୍କ ନିଷ୍ପତ୍ତି: କଟକ ସହର ୪୮ ଘଣ୍ଟା ସଟ୍‌ ଡାଉନ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ରାଜଧାନୀ ଏବଂ ଭଦ୍ରକ ପରେ ଏବେ କଟକ ସହରକୁ ମଧ୍ୟ ୪୮ ଘଣ୍ଟିଆ ସଟ୍‌...

ଜନସେବା କେନ୍ଦ୍ରକୁ ସହଯୋଗ ମିଳୁନି

ବାଲେଶ୍ୱର ଅଫିସ, ୭।୮-ବାଲେଶ୍ୱର ସଦର ବ୍ଲକ ଅଧୀନରେ ଥିବା ଜନସେବା କେନ୍ଦ୍ରଗୁଡ଼ିକୁ ତହସିଲ କର୍ମଚାରୀମାନେ ଅବହେଳା କରୁଥିବା ଅଭିଯୋଗ ହୋଇଛି। ଏନେଇ ଜନସେବା କେନ୍ଦ୍ରର ଭିଏଲ୍‌ସି(ଭିଲେଜ...

ଯବାନ ବଖାଣିଲେ ୧୯୭୧ ଭାରତ-ପାକ୍‌ ଯୁଦ୍ଧ ଅନୁଭୂତି

ବାଲେଶ୍ୱର ଅଫିସ, ୭।୧୧: ବାଲେଶ୍ୱରର ରାଣୀପାଟଣା ସ୍ଥିତ ବ୍ୟାଙ୍କକଲୋନୀରେ ଅବସ୍ଥାନ କରୁଛନ୍ତି ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଯବାନ ଗୋପାଳକୃଷ୍ଣ ଦାସ। ୧୯୭୧ ଭାରତ-ପାକିସ୍ତାନର ଯୁଦ୍ଧ...

ଜିଲାରେ ୧,୨୮,୧୫୭ ପିଲାଙ୍କୁ ଦିଆଯିବ ଟିକା

ଖୋର୍ଦ୍ଧା ଅଫିସ,୧୪ା୧: ଜିଲାରେ ପଲ୍‌ସ୍‌ ପୋଲିଓ ଟିକାକରଣ ପାଇଁ ଜିଲା ଟାସ୍କଫୋର୍ସ ବୈଠକ ଗୁରୁବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏଥିରେ ଅଧ୍ୟକ୍ଷତା...

Advertisement
Archives

Model This Week