ଭାରତ ସହ ଘନିଷ୍ଠ ସମ୍ପର୍କ ରଖିବାକୁ ପ୍ରତିଶ୍ରୁତିବଦ୍ଧ: ଟ୍ରୁଡୋ

ମୋଣ୍ଟ୍ରିଲ୍‌,୩୦ା୯ : ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜର ହତ୍ୟାକାଣ୍ଡରେ ଭାରତ ସରକାରଙ୍କ ସମ୍ପୃକ୍ତି ଥିବାର ବିଶ୍ୱାସଯୋଗ୍ୟ ଅଭିଯୋଗ ସତ୍ତ୍ୱେ କାନାଡା ଭାରତ ସହ ଘନିଷ୍ଠ ସମ୍ପର୍କ ରଖିବାକୁ ପ୍ରତିଶ୍ରୁତିବଦ୍ଧ ବୋଲି ଏହାର ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ କହିଛନ୍ତି। ବିଶ୍ୱବ୍ୟାପୀ ଭାରତର ପ୍ରଭାବ ବଢ଼ୁଥିବାବେଳେ କାନାଡା ଏବଂ ଏହାର ସହଯୋଗୀ ଦେଶଗୁଡ଼ିକ ନୂଆଦିଲ୍ଲୀ ସହ ସମ୍ପର୍କରେ ରହିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଟ୍ରୁଡୋ ମୋଣ୍ଟ୍ରିଲ୍‌ରେ ଏକ ଖବରଦାତା ସମ୍ମିଳନୀକୁ କହିଛନ୍ତି। ଭାରତ ଅଭିବୃଦ୍ଧିଶୀଳ ଆର୍ଥତ୍କ ଶକ୍ତି ଏବଂ ଭୂରାଜନୈତିକ ପରିପ୍ରେକ୍ଷୀରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆମେ ଗତବର୍ଷ ଭାରତ-ପ୍ରଶାନ୍ତ ମହାସାଗରୀୟ ରଣନୀତିରେ ସାମିଲ ହୋଇଥିବାରୁ ଭାରତ ସହ ଘନିଷ୍ଠ ସମ୍ପର୍କ ସ୍ଥାପନକୁ ଅତ୍ୟନ୍ତ ଗମ୍ଭୀରତାର ସହ ନେଉଛୁ ବୋଲି ଟ୍ରୁଡୋ ଖବରଦାତାମାନଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଟଳିଲା ହର୍ମୁଜ ସଙ୍କଟ, ଏପଟେ ଭାରତ ଉପରକୁ ମାଡିଆସିଲା ନୂଆ ବିପର୍ଯ୍ୟୟ, ବିପଦରେ ପଡିବେ ୪୦ କୋଟି ଲୋକ!

ନୂଆଦିଲ୍ଲୀ,୮।୪: ହର୍ମୁଜ ପ୍ରଣାଳୀ ସଙ୍କଟ ଏବେ ଟଳିଯାଇଛି। ଇରାନ-ଆମେରିକା ଯୁଦ୍ଧବିରତି ଘୋଷଣା ବିଶ୍ୱର ତୈଳ ଏବଂ ଗ୍ୟାସ ଯୋଗାଣରେ ଆଶ୍ୱସ୍ତି ଆଣିବ ବୋଲି ଆଶା କରାଯାଉଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri