Posted inଫୁରସତ

ମାଟି ମା‘ର ସୁରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ

ମାଟି ମା‘ର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରୁଥିବା ପଦାତିକ ବାହିନୀଙ୍କ ବଳିଦାନ ଅତୁଳନୀୟ। ପଦାତିକ ବାହିନୀର କର୍ମଚାରୀଙ୍କ କଲ୍ୟାଣ ପାଇଁ ଡିସେମ୍ବର ୭ରେ ଜାତୀୟ ପଦାତିକ ବାହିନୀ ପତାକା ଦିବସ ( ନ୍ୟାଶନାଲ ଆର୍ମଡ୍‌ ଫୋର୍ସ ଫ୍ଲାଗ୍‌ ଡ଼େ) ପାଳନ କରାଯାଇଥାଏ। ଦେଶର ଜନସାଧାରଣଙ୍କଠାରୁ ଏନେଇ ପାଣ୍ଠି ସଂଗ୍ରହ କରିବା ଲାଗି ଏହି ଦିବସରେ ସଚେତନତା ସୃଷ୍ଟି କରାଯାଇଥାଏ।
୧୯୪୯ ଡିସେମ୍ବର ୭ ଠାରୁ ଏହା ପାଳିତ ହୋଇ ଆସୁଛି। ଭାରତ ସ୍ବାଧିନତା ହାସଲ କରିବା ପରେ ପ୍ରତିରକ୍ଷା କର୍ମଚାରୀଙ୍କ କଲ୍ୟାଣ ପାଇଁ ସରକାର ଚିନ୍ତା କରିଥିଲେ। ୧୯୪୯ ଅଗଷ୍ଟ ୨୮ରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧୀନରେ ଏକ କମିଟି ଗଠନ କରାଯାଇ ପ୍ରତିବର୍ଷ ଡିସେମ୍ବର ୭ ରେ ପତାକା ଦିବସ ପାଳନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ଏହି ଦିନ ସାଧାରଣ ଜନତାଙ୍କୁ ଛୋଟ ପତାକା ବଣ୍ଟନ କରିବା ଏବଂ ପ୍ରତିବଦଳରେ ଦାନ ସଂଗ୍ରହ କରିବା କାର୍ଯ୍ୟ କରିବା ମୁଖ୍ୟ ଲକ୍ଷ୍ୟ ଥିଲା। ପତାକା ଦିବସର ମହତ୍ତ୍ୱ ହେଉଛି ଯେ, ଦେଶ ସୁରକ୍ଷା ପାଇଁ ଜୀବନ ଉତ୍ସର୍ଗ କରୁଥିବା ସଶସ୍ତ୍ର ବାହିନୀର କର୍ମଚାରୀଙ୍କ ପରିବାର ଏବଂ ନିଭରଶୀଳଙ୍କ ଯତ୍ନ ନେବା ଭାରତର ସାଧାରଣ ନାଗରିକଙ୍କ ଦାୟିତ୍ୱ। ଏହି ଦିବସ ପାଳନ ଅବସରରେ ଦେଶର ଜନସାଧାରଣଙ୍କ ମଧ୍ୟରେ ଭାରତୀୟ ସେନାର ପଦାତିକ ବାହିନୀଙ୍କ ବଳିଦାନକୁ ସ୍ମରଣ କରାଯିବା ସହିତ ଶହୀଦ୍‌ଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ଦେଶାତ୍ମବୋଧକ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri