ଶିଶୁଙ୍କ ସୁରକ୍ଷା ପାଇଁ କମିଟି

ଭୁବନେଶ୍ୱର୧୬।୫: ରାଜ୍ୟରେ କରୋନା ସଂକ୍ରମରଣର ଦ୍ୱିତୀୟ ଲହର ଦିନକୁ ଦିନ ମାଡି ଚାଲିଛି। ଏହାକୁ ରୋକିବା ପାଇଁ ସରକାର ସବୁ ପ୍ରକାର ଚେଷ୍ଟା ଚଳାଇଛନ୍ତି। ଏଭଳିସ୍ଥିତିରେ ତୃତୀୟ ଲହର ପାଇଁ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟ ସରକାର ଶିଶୁଙ୍କ ସୁରକ୍ଷା ଦୃଷ୍ଟିରୁ ଏକ ସ୍ବତନ୍ତ୍ର କମିଟି ଗଠନ କରିଛନ୍ତି । ଏହି କମିଟିରେ ପରିବାର କଲ୍ୟାଣ ନିର୍ଦ୍ଦେଶକ, ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସମେତ ୮ ଜଣ ସଦସ୍ୟ ରହିବେ। ଏହି କମିଟି କରୋନା ମୁକାବିଲା ପାଇଁ ସରକାରଙ୍କୁ ପରାମର୍ଶ ଦେବ । ପରାମର୍ଶ କ୍ରମେ ସରକାର ଆବଶ୍ୟକ ଭିତ୍ତିଭୂମି ପ୍ରସ୍ତୁତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri