ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଗଠନ ହେଲା ଗୃହ କମିଟି

ପୁରୀ ଅଫିସ,୩୧।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଜନା ପାଇଁ ଗୃହ କମିଟି ଗଠନ କରାଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ୮ ଜଣିଆ ଗୃହ କମିଟି ଗଠନ ହୋଇଛି । ଏହି କମିଟିରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମନ୍ତ୍ରୀ ପ୍ରତାପ ଜେନା, କଂଗ୍ରେସ ବିଧାୟକ ନରସିଂହ ମିଶ୍ର, ବିଧାୟକ ଦେବୀ ପ୍ରସାଦ ମିଶ୍ର, ଅତନୁ ସାବ୍ୟସାଚୀ ନାୟକ, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri