ସାଧାରଣ ଲୋକେ ବି ହେବେ ସରକାରଙ୍କ ବ୍ୟବସାୟିକ ଅଂଶୀଦାର…

ନୂଆଦିଲ୍ଲୀ,୨୯।୧୦ : ଭାଜପା ସଂସଦୀୟ ବୋର୍ଡରୁ ବାଦ ପଡ଼ିବା ପରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ତାଙ୍କ ବିବୃତ୍ତି ପାଇଁ ଗଣମାଧ୍ୟମର ଶୀର୍ଷରେ ରହିଛନ୍ତି। ଭାରତୀୟ ଜନତା ଦଳର ବରିଷ୍ଠ ନେତାମାନେ ସର୍ବଦା ସେମାନଙ୍କ ବକ୍ତବ୍ୟ ବିଷୟରେ ଆଲୋଚନାରେ ରହିଥାନ୍ତି। ଇତିମଧ୍ୟରେ, ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ଇନଭିଷ୍ଟ ଏନସିଡି ତାଲିକାଭୁକ୍ତ ହେବା ଅବସରରେ ନିତିନ ଗାଡକରୀ ଏକ ବଡ଼ ବିବୃତ୍ତି ଦେଇ କହିଛନ୍ତି ଯେ ଏହି ଐତିହାସିକ ମୂହୁର୍ତ୍ତ ନେଇ ମୁଁ ବେଶ ଆନନ୍ଦିତ।

ସେ କହିଛନ୍ତି ଯେ ଭିତ୍ତିଭୂମି କ୍ଷେତ୍ରରେ ଦେଶର ସାଧାରଣ ନାଗରିକଙ୍କୁ ପୁଞ୍ଜି ବିନିଯୋଗ ସୁଯୋଗ ଦେବା ପାଇଁ ସରକାର ଇନଭିଷ୍ଟ ଏନସିଡି ଗଠନ କରିଛନ୍ତି। ଏଥିମଧ୍ୟରୁ ୨୫ ପ୍ରତିଶତ ଏନସିଡିର ଅଣ ପରିବର୍ତ୍ତନଶୀଳ ଡିଭେଞ୍ଜର ଖୁଚୁରା ନିବେଶକାରୀଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ଫଳରେ ଏଣିକି ସାଧାରଣ ଲୋକେ ବି ସରକାରଙ୍କ ବ୍ୟବସାୟିକ ଅଂଶୀଦାର ହୋଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri